ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ। ଉଭୟ ଅନଲାଇନ ଓ ଅଫ୍‌ଲାଇନ ରେଜଲ୍ଟ ପ୍ରକାଶ ପାଇବ। ସଚିବାଳୟର ବିଭାଗୀୟ କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚଳିତ ବର୍ଷ ଅଫଲାଇନରେ ୨୫ ହଜାର ୭୩୧ ଜଣ ପିଲା ପରୀକ୍ଷା ଦେଇଥିବା ବେଳେ ଅନ୍ଲାଇନରେ ୧୩ ହଜାର ୯୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

900

Tapas Behera
  • Published: Tuesday, 18 June 2019
  • , Updated: 18 June 2019, 03:15 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ। ଉଭୟ ଅନଲାଇନ ଓ ଅଫ୍‌ଲାଇନ ରେଜଲ୍ଟ ପ୍ରକାଶ ପାଇବ। ସଚିବାଳୟର ବିଭାଗୀୟ କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚଳିତ ବର୍ଷ ଅଫଲାଇନରେ ୨୫ ହଜାର ୭୩୧ ଜଣ ପିଲା ପରୀକ୍ଷା ଦେଇଥିବା ବେଳେ ଅନ୍ଲାଇନରେ ୧୩ ହଜାର ୯୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

Related story