ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରକାଶ ପାଇଲା OJEE ରେଜଲ୍ଟ। ଏଥିରେ ୪୯,୨୭୯ ଜଣଙ୍କୁ ରାଙ୍କ ମିଳିଛି। କୋଭିଡ୍ ଭିତରେ ହୋଇଥିବା ୪୯,୩୬୦ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୪୯,୨୭୯ ଜଣଙ୍କୁ ରାଙ୍କ ପାଇଛନ୍ତି। ବି-ଟେକ୍ (ସ୍ପେଶାଲ)ରେ ପୀୟୂଷ ଚନ୍ଦୁକା ଟପ୍ପର ହୋଇଥିବା ବେଳେ ବି.ଫାର୍ମା- ଲକ୍ଷ୍ମୀପ୍ରିୟା ସେନାପତି, MBAରେ ଆଶୁତୋଷ ରଥ ଟପ୍ପର ହୋଇଛନ୍ତି। ସେହିପରି MCAରେ ନିଶିକାନ୍ତ ପରିଡ଼ା, ଏମ.ଫାର୍ମାରେ କେ.ସଞ୍ଜନା ସୁବୁଦ୍ଧି ଟପ୍ପର ହୋଇଛନ୍ତି। www.ojee.nic.inରେ ପରୀକ୍ଷାର୍ଥୀ ରାଙ୍କ କାର୍ଡ ପାଇପାରିବେ ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଲିଙ୍ଗରାଜ ମନ୍ଦିର ଭିତରେ ସିଗାରେଟ୍ ଟାଣିଲେ ଯୁବକ; ଫଟୋ ଭାଇରାଲ
ଦେବୀ ୧୦୫ ନାମକ ଏକ ଇନଷ୍ଟା ଆଇଡିରେ ଏହି ଷ୍ଟାଟସ୍ ଦିଆଯାଇଥିଲା।
Politics
‘ଚାଉଳ ହିତାଧିକାରୀଙ୍କ ଭିତରେ ଥିଲେ ୧.୭୭ ଲକ୍ଷ ଭୂତ’
ଏବେବି ୬ ଲକ୍ଷ ୧୯ ହଜାର ୮ ଶହ ୩୬ ନୂଆ କାର୍ଡ ପାଇଁ ଆବେଦନ କରି ଅପେକ୍ଷାରେ ଥିବା ମନ୍ତ୍ରୀ କହିଛନ୍ତି।
Crime
ଖଳାରୁ ଧାନ ଚୋରି କରୁଥିଲେ; ମାଡ଼ି ବସିଲେ ଗ୍ରାମବାସୀ
କିଛି ଦିନ ହେବ ସ୍ଥାନୀୟ ଅଞ୍ଚଳରେ ଚୋରମାନେ ଉତ୍ପାତ ଚଳାଇଥିବା ବେଳେ ମିନିଟ୍ରକରେ ବୋହି ଧାନ ନେଇଯାଉଥିବା ଅଭିଯୋଗ ଆସିଥିଲା।
Miscellaneous
କାର୍ଯ୍ୟରେ ଯୋଗଦେଲେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ
ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିଲେ ସୁଜାତା।