ବାହାରିଲା OJEE ରେଜଲ୍‌ଟ; ଲକ୍ଷ୍ମୀପ୍ରିୟା ସେନାପତି ବି.ଫାର୍ମା ଟପ୍ପର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରକାଶ ପାଇଲା OJEE ରେଜଲ୍‌ଟ। ଏଥିରେ ୪୯,୨୭୯ ଜଣଙ୍କୁ ରାଙ୍କ ମିଳିଛି। କୋଭିଡ୍‌ ଭିତରେ ହୋଇଥିବା ୪୯,୩୬୦ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୪୯,୨୭୯ ଜଣଙ୍କୁ ରାଙ୍କ ପାଇଛନ୍ତି। ବି-ଟେକ୍ (ସ୍ପେଶାଲ)ରେ ପୀୟୂଷ ଚନ୍ଦୁକା ଟପ୍ପର ହୋଇଥିବା ବେଳେ ବି.ଫାର୍ମା- ଲକ୍ଷ୍ମୀପ୍ରିୟା ସେନାପତି, MBAରେ ଆଶୁତୋଷ ରଥ ଟପ୍ପର ହୋଇଛନ୍ତି। ସେହିପରି MCAରେ ନିଶିକାନ୍ତ ପରିଡ଼ା, ଏମ.ଫାର୍ମାରେ କେ.ସଞ୍ଜନା ସୁବୁଦ୍ଧି ଟପ୍ପର ହୋଇଛନ୍ତି। www.ojee.nic.inରେ ପରୀକ୍ଷାର୍ଥୀ ରାଙ୍କ କାର୍ଡ ପାଇପାରିବେ ବୋଲି ଜଣାପଡ଼ିଛି।

OJEE

Manoranjan Sial
  • Published: Wednesday, 29 September 2021
  • , Updated: 29 September 2021, 06:39 PM IST

Related story