ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ। ସକାଳ ୧୧ଟା ୩୦ରେ ପ୍ରକାଶ ପାଇବ ଫଳାଫଳ। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ରେଜଲ୍ଟ ପ୍ରକାଶ କରିବେ। ରାଜ୍ୟ ବୈଷୟିକ ଶିକ୍ଷା ପରିଷଦ ଅଡିଟୋରିଅମରେ ମନ୍ତ୍ରୀ  ବିଧିବଦ୍ଧ ଭାବେ ଫଳାଫଳ ପ୍ରକାଶ କରିବେ। ଜୁଲାଇ ୪ ତାରିଖରେ ହୋଇଥିବା ଓଜେଇଇରେ ପ୍ରାୟ ୫୮ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସର୍ବାଧିକ ଲାଟେରାଲ ଏଣ୍ଟ୍ରି ଟୁ ବିଟେକରେ ୨୦ ହଜାର ୧୬୮ ଜଣ […]

ojeee

ojeee

Tapaswini Nayak
  • Published: Wednesday, 27 July 2022
  • Updated: 27 July 2022, 08:45 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ। ସକାଳ ୧୧ଟା ୩୦ରେ ପ୍ରକାଶ ପାଇବ ଫଳାଫଳ। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ରେଜଲ୍ଟ ପ୍ରକାଶ କରିବେ।

ରାଜ୍ୟ ବୈଷୟିକ ଶିକ୍ଷା ପରିଷଦ ଅଡିଟୋରିଅମରେ ମନ୍ତ୍ରୀ  ବିଧିବଦ୍ଧ ଭାବେ ଫଳାଫଳ ପ୍ରକାଶ କରିବେ। ଜୁଲାଇ ୪ ତାରିଖରେ ହୋଇଥିବା ଓଜେଇଇରେ ପ୍ରାୟ ୫୮ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସର୍ବାଧିକ ଲାଟେରାଲ ଏଣ୍ଟ୍ରି ଟୁ ବିଟେକରେ ୨୦ ହଜାର ୧୬୮ ଜଣ ପରୀକ୍ଷାର୍ଥୀ ଆବେଦନ କରିଥିଲେ। ବି. ଫାର୍ମା ପାଇଁ ୧୨,୨୨୯ ଜଣ ଓ ଏମବିଏ ପାଇଁ ୧୦,୬୭୪ ଜଣ ଆବେଦନ କରିଥିଲେ ।

ରାଜ୍ୟର ୩୦ ଜିଲ୍ଲାରେ ୬୧ଟି କେନ୍ଦ୍ରରେ ହୋଇଥିଲା ପରୀକ୍ଷା। ଏହାଛଡ଼ା କୋଲକାତା, ରାଞ୍ଚି ଓ ପାଟନାରେ ଗୋଟିଏ ଗୋଟିଏ ପରୀକ୍ଷା କେନ୍ଦ୍ର କରାଯାଇଥିଲା।

ଜୁଲାଇ ୪ ରୁ ୮ ତାରିଖ ଯାଏ ଦିନକୁ ୩ଟି ସିଟିଂ ରେ  ପରୀକ୍ଷା ହୋଇଥିଲା । କମ୍ପ୍ୟୁଟର ବେସଡ୍ ପରୀକ୍ଷା ଯୋଗୁ ପରୀକ୍ଷାର୍ଥୀଙ୍କୁ ଦେଢ଼ ଘଣ୍ଟା ଆଗରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ଓଜେଇଇ ପକ୍ଷରୁ ନିର୍ଦ୍ଦେଶ ରହିଥିଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story