ଆଜିଠାରୁ ଓଜେଇଇ; ପରୀକ୍ଷା ଦେବେ ୮୦ ହଜାର ଛାତ୍ରଛାତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଆରମ୍ଭ ହେଉଛି ଓଜେଇଇ । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ଜେଇଇ ମେନ୍ ଢାଞ୍ଚାରେ କମ୍ପ୍ୟୁଟର ବେସଡ ଟେଷ୍ଟ ମାଧ୍ୟମରେ ଦିନକୁ ୩ଟି ସିଫ୍ଟରେ ପରୀକ୍ଷା ହେବ । ସକାଳ ୯ଟାରୁ ୧୧ଟା, ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ୨ଟା ୩୦ ଏବଂ ଅପରାହ୍ନ ୪ଟାରୁ ୬ଟା ଯାଏଁ ୩ଟି ସିଫ୍ଟରେ ପରୀକ୍ଷା ହେବ । କୋଭିଡ୍ କଟକଣାକୁ ମାନି ମାସ୍କ ପିନ୍ଧି, ସାମାଜିକ ଦୂରତା ବଜାୟ ରଖି […]

exam

exam

Niharika Rout
  • Published: Monday, 12 October 2020
  • Updated: 12 October 2020, 08:16 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଆରମ୍ଭ ହେଉଛି ଓଜେଇଇ । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ଜେଇଇ ମେନ୍ ଢାଞ୍ଚାରେ କମ୍ପ୍ୟୁଟର ବେସଡ ଟେଷ୍ଟ ମାଧ୍ୟମରେ ଦିନକୁ ୩ଟି ସିଫ୍ଟରେ ପରୀକ୍ଷା ହେବ ।

ସକାଳ ୯ଟାରୁ ୧୧ଟା, ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ୨ଟା ୩୦ ଏବଂ ଅପରାହ୍ନ ୪ଟାରୁ ୬ଟା ଯାଏଁ ୩ଟି ସିଫ୍ଟରେ ପରୀକ୍ଷା ହେବ । କୋଭିଡ୍ କଟକଣାକୁ ମାନି ମାସ୍କ ପିନ୍ଧି, ସାମାଜିକ ଦୂରତା ବଜାୟ ରଖି ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ । ପରୀକ୍ଷା କେନ୍ଦ୍ରକୁ ଭଲ ଭାବେ ସାନିଟାଇଜ କରାଯାଇଛି । ଶହେ ପିଲା ବସିବାକୁ ସୁବିଧା ଥିବା କେନ୍ଦ୍ରରେ ୫୦ ପରୀକ୍ଷାର୍ଥୀ ବସିବେ ।

ଓଜେଇଇ ପାଇଁ ଓଡ଼ିଶାର ୨୧ଟି ସହରରେ ୫୪ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ରାଜ୍ୟ ବାହାରେ କୋଳକତା, ରାଞ୍ଚି ଓ ପାଟନାରେ ୫ଟି ସେଣ୍ଟର କରାଯାଇଛି । ଏଥର ୮୦ ହଜାର ଛାତ୍ରଛାତ୍ରୀ ଓଜେଇଇ ପରୀକ୍ଷା ପାଇଁ ନାମ ପଞ୍ଜୀକରଣ କରିଥିବା ଓଜେଇ ଅଧ୍ୟକ୍ଷ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story