ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରକାଶ ପାଇଛି ଓଡ଼ିଶା ଜୁଡ଼ିସିଆଲ ସର୍ଭିସ ଚୂଡ଼ାନ୍ତ ରେଜଲ୍ଟ । ଏଥିରେ ମୋଟ ୪୭ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଏମାନେ ସିଭିଲ ଜଜ୍ ଭାବେ ନିଯୁକ୍ତି ପାଇବେ। କୃତକାର୍ଯ୍ୟ ହୋଇଥିବା ୪୭ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୩୦ ଜଣ ମହିଳା ଅଛନ୍ତି। ସମ୍ବଲପୁର ଜିଲ୍ଲା କୁଚିଣ୍ଡାର ଇର୍ସିତା କେସରୱାନି ଏଥର ଓଜେଏସ୍ ଟପ୍ପର ହୋଇଛନ୍ତି। ସମ୍ବେଦନା ସନ୍ଦୀପ ଦ୍ୱିତୀୟ ସ୍ଥାନ ପାଇଥିବା ବେଳେ କୃଷ୍ଣା ମିଶ୍ରଙ୍କୁ ତୃତୀୟ ରାଙ୍କ ମିଳିଛି।
ଓଜେଏସି ଟପ୍ପର ଇର୍ସିତା ତାଙ୍କ ସଫଳତାର ଶ୍ରେୟ ତାଙ୍କ ବାପା ମା’ଙ୍କୁ ଦେଇଛନ୍ତି। ସେମାନେ ତାଙ୍କୁ ବେଶ୍ ସପୋର୍ଟ କରିଛନ୍ତି। ଏଥିସହ ସେ ପ୍ରତିଦିନ ୧୨ରୁ ୧୫ ଘଣ୍ଟା ପଢୁଥିଲେ ବୋଲି କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ତଥାଗତଙ୍କ ଲେଖାକୁ ନେଇ ଚର୍ଚ୍ଚା; ନବୀନଙ୍କୁ ଘାଇଲା କଲେ
ସେ ଆହୁରି ଲେଖିଛନ୍ତି, ସାଧାରଣତଃ ପ୍ରଶାସନିକ ବ୍ୟବସ୍ଥାରେ ଜଣେ ଆଇଏଏସ୍ ଅଧିକାରୀ ସରକାରୀ ଚାକିରିରୁ ଅବସର ନେବା ପରେ ନିଜ ଜନ୍ମସ୍ଥାନକୁ ଫେରିବାର ଲକ୍ଷ୍ୟ କରାଯାଏ। କିନ୍ତୁ ପାଣ୍ଡିଆନ୍ଙ୍କୁ ଦଳର ମଙ୍ଗ ଧରାଇ ନବୀନ ନିଜେ ଓଡ଼ିଆ ଲୋକଙ୍କୁ ତାଚ୍ଛଲ୍ୟ କରିଥିଲେ।
Miscellaneous
ନୂଆ ବର୍ଷରେ ୩ ଆଇପିଏସ୍ଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି
ଦୁଇ ଦିନ ତଳେ ୮ ଜଣ ଆଇପିଏସ୍ ଅଫିସରଙ୍କୁ ମିଳିଥିଲା ପଦୋନ୍ନତି।
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Politics
କାଲି ଓଡ଼ିଶାରେ ପହଞ୍ଚିବେ ନୂତନ ରାଜ୍ୟପାଳ, ୩ରେ ଶପଥ ସମାରୋହ
ଆସନ୍ତା ୩ରେ ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ ହରି ବାବୁ କମ୍ଭାମପତି । ସେ ଆସନ୍ତା କାଲି ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିବା ବେଳେ ୩ ତାରିଖରେ ଶପଥ ଗ୍ରହଣ ସମାରୋହର କାର୍ଯ୍ୟକ୍ରମ ରହିଛି।
Miscellaneous
କାଲି ଆସିବ ଡବଲ ଡେକର ବସ୍, ହେବ ଟ୍ରାଏଲ୍ ରନ୍
ଦୁଇଟି ଇଲେକ୍ଟ୍ରିକ ଡବଲ ଡେକର ମୁମ୍ବାଇରୁ ଭୁବନେଶ୍ୱର ଅଭିମୁଖେ ବାହାରି ସାରିଥିବା ବେଳେ ଆସନ୍ତାକାଲି ପହଞ୍ଚିବ ବୋଲି କହିଛନ୍ତି ମନ୍ତ୍ରୀ।