ନୂଆପଡ଼ା(ମାୟାଧର ସରାଫ୍): ନୂଆପଡା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ବିଶିବାହାଲ ଗାଁରେ କାନ୍ଥ ଭୁଶୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ତ୍ରିନାଥ ଭୋଇ (୬୫)।
ଗତକାଲି ରାତିରେ ତ୍ରିନାଥ ନିଜ ଘରେ ଶୋଇଥିଲେ। ହେଲେ ଲଗାଣ ବର୍ଷା ଯୋଗୁ ରାତି ପ୍ରାୟ ୨ଟାରେ ଘରର ମାଟି କାନ୍ଥ ଭୁଶୁଡ଼ି ପଡି ତାଙ୍କ ଉପରେ ପଡ଼ି ଯାଇଥିଲା। ପରିବାର ଲୋକେ ଶବ୍ଦ ଶୁଣି ଆସି ଦେଖିଲା ବେଳକୁ ତ୍ରିନାଥଙ୍କ ଉପରେ କାନ୍ଥ ପଡ଼ି ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ଘଟିଥିଲା। ଏନଇ ଖବର ପାଇ କୋମନା ଆସିଷ୍ଟାଣ୍ଡ ତହସିଲଦାର ରାଜସ୍ୱ ନିରୀକ୍ଷକଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ପାରାଦୀପ ହେଉଛି ପ୍ରଗତିର ମୁଖଶାଳା’
ପାରାଦୀପ ହେଉଛି ପ୍ରଗତିର ମୁଖଶାଳା । ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବକୁ ଉଦଘାଟିତ କରି ଏଭଳି କହଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
Accident
ବୋଇତ ବନ୍ଦାଣ ଉତ୍ସବ ବେଳେ ଅଘଟଣ, ମଝି ସମୁଦ୍ରରେ ଫସିଲା ଦୁଇ ବୋଟ୍
ସାଧବ ପୁଅଙ୍କୁ ନେଇ ସମୁଦ୍ରକୁ ଯାଇଥିବା ଦୁଇ ବୋଟ୍ ସମୁଦ୍ର ମଝିରେ ଫସି ରହିଛି। ଫଳରେ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ପ୍ରାୟ ୫୦ରୁ ଅଧିକ ଲୋକ ମଝି ସମୁଦ୍ରରେ ଫସି ରହିଛନ୍ତି।
Science & Environment
ଏନକ୍ଲୋଜରକୁ ଗଲା ବାଘୁଣୀ ଜିନତ୍, ୨୪ ଘଣ୍ଟା ରହିବ ନଜର
ଗତକାଲି ତା’ ନାଁ ଗଙ୍ଗା ବୋଲି କୁହାଯାଉଥିବା ବେଳେ ଆଜି କିନ୍ତୁ ଉକ୍ତ ବାଘୁଣୀର ନାଁ ‘ ଜିନତ୍’ ବୋଲି କହିଛନ୍ତି ପିସିସିଏଫ ।
Crime
ମା’ ପାଲଟିଗଲା ପଥର; ଛୁଆଙ୍କୁ ଚେଙ୍କ ଦେଲା ପ୍ରେମିକ
ବାପା ଥାଉ ଥାଉ ଅନୈତିକ ସମ୍ପର୍କରେ ବୁଡ଼ି ରହିଥିଲା ମା’ । ଏହାକୁ ବିରୋଧ କରିବା ପିଲାଙ୍କ ପାଇଁ କାଳ ହେଲା। ପାଟି ଫିଟାଇବାର ଶାସ୍ତି ସ୍ୱରୁପ ମା’ ଆଗରେ ପିଲାଙ୍କୁ ଚେଙ୍କ ଦେଇ ଚାଲିଲା ତାଙ୍କ ପ୍ରେମିକ ।
Accident
ସକାଳୁ ଫାଟିଲା ଗ୍ୟାସ୍ ସିଲିଣ୍ଡର, ୩ ଗୁରୁତର
ଗ୍ୟାସ୍ ସିଲିଣ୍ଡର ଫାଟି ୩ ଜଣ ଗୁରୁତର ହୋଇଛନ୍ତି। ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲ ଓ ଅନ୍ୟ ଜଣଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।