ଭୋଟ୍ ଦେବାକୁ ଆସି ଟଳିପଡ଼ିଲେ ବୃଦ୍ଧ

ଆସିକା(ମନୋଜ ମୁନି):ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି କଂସାମାରି ବୁଥ୍‌ରେ ଜଣେ ୯୫ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଭୋଟ୍ ଦେବାକୁ ଆସି ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଉଛନ୍ତି ନଟବର ବେହେରା। ନଟବର ଭୋଟ୍‌ ଦେବା ପାଇଁ ଧାଡ଼ିରେ ଠିଆ ହୋଇଥିଲେ। ହଠାତ୍‌ ସେ ତଳେ ପଡ଼ିଯାଇଥିଲେ। ପରିବାର ଲୋକ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି  କରିଥିଲେ।  ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅଂଶୁଘାତ ଯୋଗୁ  ନଟବରଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି।    

death

Jyoshna Pradhan
  • Published: Thursday, 18 April 2019
  • , Updated: 18 April 2019, 10:42 AM IST

ଆସିକା(ମନୋଜ ମୁନି):ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି କଂସାମାରି ବୁଥ୍‌ରେ ଜଣେ ୯୫ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଭୋଟ୍ ଦେବାକୁ ଆସି ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଉଛନ୍ତି ନଟବର ବେହେରା।

ନଟବର ଭୋଟ୍‌ ଦେବା ପାଇଁ ଧାଡ଼ିରେ ଠିଆ ହୋଇଥିଲେ। ହଠାତ୍‌ ସେ ତଳେ ପଡ଼ିଯାଇଥିଲେ। ପରିବାର ଲୋକ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି  କରିଥିଲେ।  ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଅଂଶୁଘାତ ଯୋଗୁ  ନଟବରଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି।

 

 

Related story