କାମାକ୍ଷାନଗର( ବିଦ୍ୟାଧର ବରାଳ): ଢେଙ୍କନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ କାଦୁଆ ଗାଁରେ ଏକ କୂଅରେ ପଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଅନନ୍ତ ଚରଣ ସାହୁ।
ଗତକାଲି ରାତିରେ ଚରଣ ଖାଇ ସାରି ଧାନ ଖଳାକୁ ଯାଉଥିବା ସମୟରେ କୂଅରେ ପଡ଼ି ଯାଇଥିଲେ। ପରିବାର ଲୋକେ ତାଙ୍କୁ ରାତିରେ ଖୋଜାଖୋଜି କରି ପାଇ ନଥିଲେ। ଆଜି ସକାଳେ ତାଙ୍କ ମୃତଦେହ କୂଅରେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସ୍କୁ ଖବର ଦିଆଯାଇଥିଲା। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି କୂଅ ଭିତରୁ ମୃତଦେହ ଉଦ୍ଧାର କରି କାମାକ୍ଷାନଗର ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।