ଭାଲୁ ଆକ୍ରମଣରେ ବୃଦ୍ଧ ଆହତ

ନୀଳଗିରି(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକ ପୋଡ଼ାଶୁଳା ଗାଁରେ ଭାଲୁ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ଲକ୍ଷ୍ମୀଧର ଦାସ।  ସେ ଶୌଚ ପାଇଁ ଯାଇଥିବା ବେଳେ ତାଙ୍କୁ ଭାଲୁ ଆକ୍ରମଣ କରିଥିଲା। ତାଙ୍କ ଚିତ୍କାର ଶୁଣି ଘର ଲୋକ ଆସି ପହଞ୍ଚିବା ବେଳେ ଭାଲୁ ଦୌଡ଼ି ପଳାଇ ଯାଇଥିଲା। ଗୁରୁତର ଅବସ୍ଥାରେ ଲକ୍ଷ୍ମୀଧରଙ୍କୁ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କୁଲଢିଆ ଜଙ୍ଗଲରେ ନିଆଁ ଲାଗିଥିବା ଯୋଗୁଁ ବନ୍ୟଜନ୍ତୁ ଗାଁ ମୁହାଁ […]

bear attack

bear attack

Rakesh Mallick
  • Published: Saturday, 17 March 2018
  • Updated: 17 March 2018, 02:27 PM IST

ନୀଳଗିରି(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକ ପୋଡ଼ାଶୁଳା ଗାଁରେ ଭାଲୁ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ଲକ୍ଷ୍ମୀଧର ଦାସ।  ସେ ଶୌଚ ପାଇଁ ଯାଇଥିବା ବେଳେ ତାଙ୍କୁ ଭାଲୁ ଆକ୍ରମଣ କରିଥିଲା। ତାଙ୍କ ଚିତ୍କାର ଶୁଣି ଘର ଲୋକ ଆସି ପହଞ୍ଚିବା ବେଳେ ଭାଲୁ ଦୌଡ଼ି ପଳାଇ ଯାଇଥିଲା। ଗୁରୁତର ଅବସ୍ଥାରେ ଲକ୍ଷ୍ମୀଧରଙ୍କୁ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କୁଲଢିଆ ଜଙ୍ଗଲରେ ନିଆଁ ଲାଗିଥିବା ଯୋଗୁଁ ବନ୍ୟଜନ୍ତୁ ଗାଁ ମୁହାଁ ହୋଇ ଆକ୍ରମଣ କରୁଥିବା ଅଭିଯୋଗ ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story