କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର)କେନ୍ଦ୍ରାପଡ଼ା ଗହିରମଥା ଅଭୟାରଣ୍ୟ ଅନ୍ତର୍ଗତ ବେଳାଭୂମି ଅଞ୍ଚଳରେ ଅଲିଭ୍ରିଡଲେ କଇଁଛ ଦେଇଥିବା ଅଣ୍ଡାରୁ ଛୁଆ ଫୁଟିବା ଆରମ୍ଭ ହୋଇଛି। ଗତ ୧୮ ତାରିଖରୁ ଅଣ୍ଡାରୁ ଛୁଆ ଫୁଟିବା ଆରମ୍ଭ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୪୦ ପ୍ରତିଶତ ଅଣ୍ଡା ପୁଟିଥିବା ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି।
କଇଁଛ ଛୁଆଙ୍କ ସୁରକ୍ଷା ଲାଗି ବନବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଏହି କଇଁଛଙ୍କ ଉପରେ ନଜର ରଖିବାକୁ ଅଧିକ ସଂଖ୍ୟାରେ ବନ କର୍ମଚାରୀ ନିୟୋଜିତ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।
Politics
‘ମୁଁ ୨ ଥର ଚିଟଫଣ୍ଡ ଠକେଇର ଶିକାର ହୋଇଛି’
ଟଙ୍କା ଯୋଗାଡ଼ କରି ଦେଇଥିଲି, କିନ୍ତୁ ପରେ ସଂସ୍ଥା ହିଁ ଉଭାନ ହୋଇଯାଇଥିଲା। ୧୯୮୬ ଆଇନ ଅନୁସାରେ ଅପିଲ୍ ବି କରିଥିଲି, ମାତ୍ର ଟଙ୍କା ମିଳିଲାନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
Accident
ଗୋଡ଼ାଇ ଗୋଡ଼ାଇ କାମୁଡ଼ୁଛି ପାଗଳା କୁକୁର, ୬ ଗୁରୁତର
ପାଗଳ କୁକୁର କାମୁଡ଼ାରେ ୬ଜଣ ଗୁରୁତର ହୋଇଛନ୍ତି। ସେମାନେ ଏବେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।