ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଆ ସିନେମା ନିର୍ଦ୍ଦେଶକ ଚକ୍ରଧର ସାହୁଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।
ସେ ଲଙ୍ଗ୍ ଇନଫେକ୍ସନରେ ପୀଡ଼ିତ ଥିଲେ। ୧୫ ଦିନ ଧରି ଏମ୍ସ୍ରେ ଚିକିତ୍ସିତ ହେଉଥିଲେ। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳ ୫ଟା ୪୫ ମିନିଟ୍ରେ ତାଙ୍କର ମୃତ୍ୟୁ ଘଟିଛି।
‘ନୀଳ ମାଷ୍ଟ୍ରାଣୀ’, ‘କେବେ ତୁମେ ନାହଁ, କେବେ ମୁଁ ନାହିଁ’ ଓ ‘ତୁମକୁ ପାରିନି ତ ଭୁଲି’ର ନିର୍ଦ୍ଦେଶନା ଦେଇଥିଲେ ଚକ୍ରଧର।
ଓଲିଉଡରେ ଜଣେ ଜଶାଶୁଣା ସିନେ ନିର୍ଦ୍ଦେଶକ ହେଉଛନ୍ତି ଚକ୍ରଧର। ତାଙ୍କ ମୃତ୍ୟୁରେ ଓଡ଼ିଆ ଫିଲ୍ମ ଜଗତରେ ଅପୂରଣନୀୟ କ୍ଷତି ସୃଷ୍ଟି ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।
Entertainment
ଜାନୁଆରୀ ୨୪ରେ ଆସୁଛି 'ସ୍କାଏ ଫୋର୍ସ', ବଡ଼ ପରଦାରେ ୧୯୬୫ ଭାରତ-ପାକ୍ ଯୁଦ୍ଧର ଅକୁହା କାହାଣୀ
ଦୀର୍ଘ ଦିନର ବ୍ୟବଧାନ ପରେ ଏହି ଫିଲ୍ମରେ ସେନା ୟୁନିଫର୍ମରେ ନଜର ଆସିବେ ଅକ୍ଷୟ କୁମାର। ପାକିସ୍ତାନ ଉପରେ ଭାରତର ପ୍ରଥମ ଏୟାର ଷ୍ଟ୍ରାଇକ ପଛର ଘଟଣା ଏହି ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ।