ଓଡ଼ିଆ ସିନେମା ନିର୍ଦ୍ଦେଶକ ଚକ୍ରଧର ସାହୁଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଆ ସିନେମା ନିର୍ଦ୍ଦେଶକ ଚକ୍ରଧର ସାହୁଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ଲଙ୍ଗ୍ ଇନଫେକ୍ସନରେ  ପୀଡ଼ିତ ଥିଲେ। ୧୫ ଦିନ ଧରି ଏମ୍‌ସ୍‌ରେ ଚିକିତ୍ସିତ ହେଉଥିଲେ। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳ ୫ଟା ୪୫ ମିନିଟ୍‌ରେ ତାଙ୍କର ମୃତ୍ୟୁ ଘଟିଛି। ‘ନୀଳ ମାଷ୍ଟ୍ରାଣୀ’, ‘କେବେ ତୁମେ ନାହଁ, କେବେ ମୁଁ ନାହିଁ’ ଓ  ‘ତୁମକୁ ପାରିନି  ତ ଭୁଲି’ର  ନିର୍ଦ୍ଦେଶନା ଦେଇଥିଲେ ଚକ୍ରଧର। […]

chakradhara

chakradhara

Rakesh Mallick
  • Published: Wednesday, 06 February 2019
  • Updated: 06 February 2019, 11:07 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଆ ସିନେମା ନିର୍ଦ୍ଦେଶକ ଚକ୍ରଧର ସାହୁଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ସେ ଲଙ୍ଗ୍ ଇନଫେକ୍ସନରେ  ପୀଡ଼ିତ ଥିଲେ। ୧୫ ଦିନ ଧରି ଏମ୍‌ସ୍‌ରେ ଚିକିତ୍ସିତ ହେଉଥିଲେ। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳ ୫ଟା ୪୫ ମିନିଟ୍‌ରେ ତାଙ୍କର ମୃତ୍ୟୁ ଘଟିଛି।

‘ନୀଳ ମାଷ୍ଟ୍ରାଣୀ’, ‘କେବେ ତୁମେ ନାହଁ, କେବେ ମୁଁ ନାହିଁ’ ଓ  ‘ତୁମକୁ ପାରିନି  ତ ଭୁଲି’ର  ନିର୍ଦ୍ଦେଶନା ଦେଇଥିଲେ ଚକ୍ରଧର।

ଓଲିଉଡରେ ଜଣେ ଜଶାଶୁଣା ସିନେ ନିର୍ଦ୍ଦେଶକ ହେଉଛନ୍ତି ଚକ୍ରଧର। ତାଙ୍କ ମୃତ୍ୟୁରେ ଓଡ଼ିଆ ଫିଲ୍ମ ଜଗତରେ ଅପୂରଣନୀୟ କ୍ଷତି ସୃଷ୍ଟି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos