କାର୍‌ ଦୁର୍ଘଟଣାରେ ଅଭିନେତା ଅମ୍ଲାନ ଆହତ

କଟକ: କାର୍‌ ଦୁର୍ଘଟଣାରେ ଓଲିଉଡ୍ ଅଭିନେତା ଅମ୍ଲାନ ଦାସ ଆହତ ହୋଇଛନ୍ତି। ତାଙ୍କୁ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି। ଅମ୍ଲାନଙ୍କ ମୁଣ୍ଡରେ ଆଘାତ ଲାଗିଥିବା ଜଣାପଡ଼ିଛି। କାର୍‌ରେ ଥିବା ଅନ୍ୟ ଦୁଇ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି।

ଗତକାଲି ବିଳମ୍ବିତ ରାତିରେ କଟକ ମର୍କତନଗର ଥାନା ଅନ୍ତର୍ଗତ ରିଂବନ୍ଧ ନିକଟରେ ଅମ୍ଲାନଙ୍କ କାର୍‌ ଭାରସାମ୍ୟ ହରାଇ ତଳକୁ ଖସିପଡ଼ିଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ତାଙ୍କ ବାପା ମିହିର ଦାସ କହିଛନ୍ତି।

ଆହୁରି ପଢ଼ନ୍ତୁ

ନୂଆ କାରଖାନା ପାଇଁ ହଜାରେ ଦିନ କୋହଳ ହେବ ନିୟମ, ୨୦ ପ୍ରସ୍ତାବକୁ ମଞ୍ଜୁରୀ

ନୂଆଁଖାଇ ନବାନ୍ନ ଲାଗି ଲଗ୍ନ ନିର୍ଦ୍ଧାରଣ

୨୪ ଘଣ୍ଟା ବିତିଲା, କ୍ୟାପିଟାଲ ଥାନା ଆଇଆଇସିଙ୍କ ବିରୋଧରେ ମାମଲା ରୁଜୁ କରୁନି ପୁଲିସ  

ବଢୁଛି ଟେଷ୍ଟିଂ, କମୁଛି ପଜିଟିଭ୍ ସଂଖ୍ୟା

ଆରୋଗ୍ୟ ହେଲେ ୧୬୭୩ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଜୟଦେବ ବିହାରରେ ଏକ ହୋଟେଲର ୧୮ କର୍ମଚାରୀଙ୍କୁ କରୋନା

ଟେନ୍‌ସନ୍‌ ବଢ଼ାଇଲା ଜାଲୁଆ ସାହି, ଆଜି ପୁଣି ୨୪ ଆକ୍ରାନ୍ତ ଚିହ୍ନଟ

ଭାଇରାଲ୍ ଅଡ଼ିଓ ସହ କ’ଣ ଥିଲା ଲକ୍ଷ୍ମୀକାନ୍ତଙ୍କ ସାଲାରି ସ୍ଲିପ୍‌ର ସମ୍ପର୍କ ? କ’ଣ ଖୋଜୁଥିଲା ପୁଲିସ

ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଜମିହରାଙ୍କୁ ମିଳିବ ଜମି

ସିଲ୍‌ଭର ସିଟିରେ ପୁଣି ଥରେ ସକ୍ରିୟ ହେଉଛି କି ଡି-ବ୍ରଦର୍ସ ଗ୍ୟାଙ୍ଗ?

୪ ଜିଲ୍ଲା ଓ ରାଉରକେଲା ସହରରେ ଶଟ୍‌ଡାଉନ୍‌ କିଛି ଘଣ୍ଟା କୋହଳ

କିଏ ହେବ ଜଗନ୍ନାଥଙ୍କୁ ସାହା ?