ଏନ୍‌ଡିଏ ପରୀକ୍ଷାରେ ଓଡ଼ିଆ ପୁଅ ଟପ୍ପର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନ୍ୟାସ୍‌ନାଲ୍‌ ଡିଫେନ୍ସ ଏକାଡେମୀ(ଏନ୍‌ଡିଏ) ଓ ନାଭାଲ ଏକାଡେମୀ ପରୀକ୍ଷାରେ ଟପ୍ପର ହୋଇଛନ୍ତି ଓଡ଼ିଆ ପୁଅ ଓମ୍‌କାର ଆଶୁତୋଷ। ସେଥିପାଇଁ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିଛି। ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ଓମ୍‌କାର ଆଶୁତୋଷଙ୍କ ବାପା କର୍ଣ୍ଣେଲ୍‌ ଅରୁଣ ରୟ ହେଉଛନ୍ତି ଜଣେ ଅବସରପ୍ରାପ୍ତ ସେନା ଅଧିକାରୀ। ତାଙ୍କ ଘର ହେଉଛି ପୁରୀରେ। ସେ ପୁରୀର ଏକ କନ୍‌ଭେଣ୍ଟ ସ୍କୁଲରେ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ିଥିଲେ। ଏହା […]

Omkar Asutosh

Omkar Asutosh

Manoranjan Sial
  • Published: Friday, 31 December 2021
  • Updated: 31 December 2021, 08:43 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନ୍ୟାସ୍‌ନାଲ୍‌ ଡିଫେନ୍ସ ଏକାଡେମୀ(ଏନ୍‌ଡିଏ) ଓ ନାଭାଲ ଏକାଡେମୀ ପରୀକ୍ଷାରେ ଟପ୍ପର ହୋଇଛନ୍ତି ଓଡ଼ିଆ ପୁଅ ଓମ୍‌କାର ଆଶୁତୋଷ। ସେଥିପାଇଁ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିଛି। ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।

ଓମ୍‌କାର ଆଶୁତୋଷଙ୍କ ବାପା କର୍ଣ୍ଣେଲ୍‌ ଅରୁଣ ରୟ ହେଉଛନ୍ତି ଜଣେ ଅବସରପ୍ରାପ୍ତ ସେନା ଅଧିକାରୀ। ତାଙ୍କ ଘର ହେଉଛି ପୁରୀରେ। ସେ ପୁରୀର ଏକ କନ୍‌ଭେଣ୍ଟ ସ୍କୁଲରେ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ିଥିଲେ। ଏହା ପରେ ସେ ଡେରାଡୁନ୍‌କୁ ପଳାଇ ଯାଇଥିଲେ। ସେଠାରେ ସେ ଦ୍ୱାଦଶ ଶ୍ରେଣୀ ସମାପ୍ତ କରି ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା ଦେଇଥିଲେ।

ଆଶୁତୋଷଙ୍କ ଏହି ସଫଳତା ପରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ସେ ଟ୍ୱିଟ୍‌ କରି ଶୁଭେଚ୍ଛା ଜଣାଇବା ସହ ତାଙ୍କର ଆଗାମୀ ଉଜ୍ଜଳ ଭବିଷ୍ୟତ ପାଇଁ ଶୁଭକାମନା ଜଣାଇଛନ୍ତି। ଏହାସହ ଆଶୁତୋଷଙ୍କ ପାଇଁ ଦେଶ ଆଜି ଗର୍ବିତ ବୋଲି ବୈଜୟନ୍ତ ଉଲ୍ଲେଖ କରିଛନ୍ତି।

https://twitter.com/mp_office/status/1476760084474593282?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story