ସାମ୍ବାଦିକଙ୍କୁ ଆକ୍ରମଣ କରି ବନ୍ଧା ହେଲେ ସୂର୍ଯ୍ୟକାନ୍ତ

ପଟ୍ଟାମୁଣ୍ଡାଇ( ପ୍ରବୀର କୁମାର ନାୟକ): କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଟାଇରେ ସାମ୍ବାଦିକଙ୍କୁ ଆକ୍ରମଣ ମାମଲାରେ ପୁଲିସ୍‌ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ତା ନାଁ ସୂର୍ଯ୍ୟକାନ୍ତ ମଳିକ। ପଟ୍ଟାମୁଣ୍ଡାଇ ପୁଲିସ୍‌ର ସ୍ୱତନ୍ତ୍ର ଟିମ୍ ଅଭିଯୁକ୍ତକୁ ଗିରଫ କରିଛି। କିଛିଦିନ ତଳେ ପଟ୍ଟାମୁଣ୍ଡାଇରେ ସାମ୍ବାଦିକଙ୍କୁ କଟୁରୀରେ ଆକ୍ରମଣ କରି ସୂର୍ଯ୍ୟକାନ୍ତ ଫେରାର  ହୋଇଯାଇଥିଲା। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା। ଅଭିଯୁକ୍ତକୁ ତୁରନ୍ତ ଗିରଫ ନେଇ ପଟ୍ଟାମୁଣ୍ଡାଇ ସାମ୍ବାଦିକ ସଂଘ ପକ୍ଷରୁ ଦାବି ହୋଇଥିଲା। ସୂର୍ଯ୍ୟକାନ୍ତ […]

p

p

Rakesh Mallick
  • Published: Saturday, 02 February 2019
  • Updated: 02 February 2019, 11:51 AM IST

Sports

Latest News

ପଟ୍ଟାମୁଣ୍ଡାଇ( ପ୍ରବୀର କୁମାର ନାୟକ): କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଟାଇରେ ସାମ୍ବାଦିକଙ୍କୁ ଆକ୍ରମଣ ମାମଲାରେ ପୁଲିସ୍‌ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ତା ନାଁ ସୂର୍ଯ୍ୟକାନ୍ତ ମଳିକ। ପଟ୍ଟାମୁଣ୍ଡାଇ ପୁଲିସ୍‌ର ସ୍ୱତନ୍ତ୍ର ଟିମ୍ ଅଭିଯୁକ୍ତକୁ ଗିରଫ କରିଛି।

କିଛିଦିନ ତଳେ ପଟ୍ଟାମୁଣ୍ଡାଇରେ ସାମ୍ବାଦିକଙ୍କୁ କଟୁରୀରେ ଆକ୍ରମଣ କରି ସୂର୍ଯ୍ୟକାନ୍ତ ଫେରାର  ହୋଇଯାଇଥିଲା। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା। ଅଭିଯୁକ୍ତକୁ ତୁରନ୍ତ ଗିରଫ ନେଇ ପଟ୍ଟାମୁଣ୍ଡାଇ ସାମ୍ବାଦିକ ସଂଘ ପକ୍ଷରୁ ଦାବି ହୋଇଥିଲା।

ସୂର୍ଯ୍ୟକାନ୍ତ ଦୁବାଇ ଯିବାକୁ ଉଦ୍ୟମ କରୁବା ପୁଲିସ୍‌ ପାଖରେ ଖବର ପହଞ୍ଚି ଥିଲା। ଏହାକୁ ଆଧାର କରି ପୁଲିସ୍‌ର ସ୍ୱତନ୍ତ୍ର ଟିମ୍‌ ଚଢ଼ଉ କରି ତାକୁ ଗିରଫ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story