Advertisment

ଧର୍ମଗଡ଼ରେ ଆଇପିଏଲ୍ ବେଟିଂ: ଜଣେ ଗିରଫ, ୭୫ ହଜାର ଟଙ୍କା ଜବତ

ଧର୍ମଗଡ଼ (ଓଡ଼ିଶା ରିପୋର୍ଟର): ଆଇପିଏଲ୍‌କୁ ନେଇ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ସହରରେ ବେଟିଂ ଚାଲିଥିବା ବେଳେ ଜଣଙ୍କୁ ଗିରଫ କରିଛି ପୁଲିସ୍। ତାଙ୍କ ନାଁ ରାକେଶ ଚୌଧୁରୀ। ତାଙ୍କ ଠାରୁ ୭୫ ହଜାର ଟଙ୍କା, ୭ଟି ମୋବାଇଲ, ଲାପଟପ, ଟଙ୍କା ଗଣିବା ମେସିନ୍‌ ସହିତ ବହୁ କାଗଜପତ୍ର ଜବତ କରାଯାଇଛି। ଧର୍ମଗଡ଼ ଡିଏସ୍‌ପି ଧୀରଜ କୁମାର ଚୋପଦାରଙ୍କ ନେତୄତ୍ୱରେ ଏକ ଟିମ ଧର୍ମଗଡ଼ ସହରର କେନ୍ଦୁମୁଣ୍ଡି ପଡ଼ାରେ ଏହି ଚଢ଼ାଉ କରିଥିଲା। ଧର୍ମଗଡ଼ ଆଇଆଇସି ରଶ୍ମିତା ପ୍ରଧାନ […]

ଅଦ୍ୟତନ ହୋଇଛି
ଧର୍ମଗଡ଼ରେ ଆଇପିଏଲ୍ ବେଟିଂ: ଜଣେ ଗିରଫ, ୭୫ ହଜାର ଟଙ୍କା ଜବତ

accused

Advertisment

ଧର୍ମଗଡ଼ (ଓଡ଼ିଶା ରିପୋର୍ଟର): ଆଇପିଏଲ୍‌କୁ ନେଇ କଳାହାଣ୍ଡିଜିଲ୍ଲା ଧର୍ମଗଡ଼ ସହରରେ ବେଟିଂ ଚାଲିଥିବା ବେଳେ ଜଣଙ୍କୁ ଗିରଫ କରିଛି ପୁଲିସ୍। ତାଙ୍କ ନାଁ ରାକେଶ ଚୌଧୁରୀ। ତାଙ୍କ ଠାରୁ ୭୫ ହଜାର ଟଙ୍କା, ୭ଟି ମୋବାଇଲ, ଲାପଟପ, ଟଙ୍କା ଗଣିବା ମେସିନ୍‌ ସହିତ ବହୁ କାଗଜପତ୍ର ଜବତ କରାଯାଇଛି।

Advertisment

ଧର୍ମଗଡ଼ ଡିଏସ୍‌ପି ଧୀରଜ କୁମାର ଚୋପଦାରଙ୍କ ନେତୄତ୍ୱରେ ଏକ ଟିମ ଧର୍ମଗଡ଼ ସହରର କେନ୍ଦୁମୁଣ୍ଡି ପଡ଼ାରେ ଏହି ଚଢ଼ାଉ କରିଥିଲା।

ଧର୍ମଗଡ଼ ଆଇଆଇସି ରଶ୍ମିତା ପ୍ରଧାନ କହିଛନ୍ତି, ବେଟିଂ ନେଇ ଆମ ପାଖକୁ ସୂଚନା ଆସିଥିଲା। ତା’ପରେ ଆମେ ରେଡ୍ କରିଥିଲୁ। ଅଭିଯୁକ୍ତଙ୍କ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ କରାଯାଉଛି। ସେହିପରି ତାଙ୍କ ସହିତ ଆଉ କେଉଁମାନେ ଏଥିରେ ସଂପୃକ୍ତ ଅଛନ୍ତି, ସେ ନେଇ ତଦନ୍ତ ଚାଲିଛି।

Advertisment
IPL Betting
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe