ଖଣି ଓ ଡ୍ରଗ ମାଫିଆଙ୍କ ସହ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍ ମୁହାଁମୁହିଁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ସହର ସ୍ଥିତ ଏଲ୍ଆଇସି ପଡ଼ିଆ ନିକଟରେ ଗତକାଲି ରାତି ପ୍ରାୟ ସାଢ଼େ ନଅଟା ମଧ୍ୟରେ ଏନ୍‌କାଉଣ୍ଟର ହୋଇଥିଲା। ଖଣି ଓ ଡ୍ରଗ୍‌ ମାଫିଆଙ୍କ ସହ କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କ ଫୋର୍ସ ଅଧିକାରୀଙ୍କ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ଦୁର୍ବୃତ୍ତକୁ ଗିରଫ କରାଯାଇଥିଲା ବେଳେ ୩ରୁ ୪ ଜଣ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିଲେ। ଫେରାର୍ ହୋଇଯାଇଥିବା ଦୁର୍ବୃତ୍ତଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି। ଗୁଳି ବିନିମୟ ସମୟରେ କ୍ରାଇମବ୍ରାଞ୍ଚର ୩ […]

firing

firing

Jyoshna Pradhan
  • Published: Sunday, 30 June 2019
  • Updated: 30 June 2019, 08:20 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ସହର ସ୍ଥିତ ଏଲ୍ଆଇସି ପଡ଼ିଆ ନିକଟରେ ଗତକାଲି ରାତି ପ୍ରାୟ ସାଢ଼େ ନଅଟା ମଧ୍ୟରେ ଏନ୍‌କାଉଣ୍ଟର ହୋଇଥିଲା। ଖଣି ଓ ଡ୍ରଗ୍‌ ମାଫିଆଙ୍କ ସହ କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କ ଫୋର୍ସ ଅଧିକାରୀଙ୍କ ଗୁଳି ବିନିମୟ ହୋଇଥିଲା।

ଏଥିରେ ଜଣେ ଦୁର୍ବୃତ୍ତକୁ ଗିରଫ କରାଯାଇଥିଲା ବେଳେ ୩ରୁ ୪ ଜଣ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିଲେ। ଫେରାର୍ ହୋଇଯାଇଥିବା ଦୁର୍ବୃତ୍ତଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି।

ଗୁଳି ବିନିମୟ ସମୟରେ କ୍ରାଇମବ୍ରାଞ୍ଚର ୩ ଜଣ ଅଧିକାରୀ ଆହତ ହୋଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story