ଏନ୍‌କାଉଣ୍ଟର୍‌ରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ବ୍ରହ୍ମପୁର (ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟର ପୁସ୍ତପୁର ନିକଟରେ ଏନ୍‌କାଣ୍ଟର୍‌ରେ ଦୁର୍ଦ୍ଦାନ୍ତ ଅପରାଧୀ ଦିଲୀପ ଦାସ ଆହତ ହୋଇଛି। ତା’ ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦିଲୀପ ଠାରୁ ଗୋଟିଏ ଦେଶୀ ବନ୍ଧୁକ ଓ ଦୁଇଟି ଗୁଳି ଜବତ କରାଯାଇଛି। ତା’ ନାଁରେ ବିଭିନ୍ନ ଥାନାରେ ୨୦ରୁ ଅଧିକ ମାମଲା ରହିଛି।

dillipdas

Ordigital Desk
  • Published: Wednesday, 08 August 2018
  • , Updated: 08 August 2018, 07:16 AM IST

ବ୍ରହ୍ମପୁର (ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟର ପୁସ୍ତପୁର ନିକଟରେ ଏନ୍‌କାଣ୍ଟର୍‌ରେ ଦୁର୍ଦ୍ଦାନ୍ତ ଅପରାଧୀ ଦିଲୀପ ଦାସ ଆହତ ହୋଇଛି। ତା’ ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

[caption id="attachment_261268" align="alignnone" width="943"] ଦିଲୀପଠାରୁ ଜବତ ବନ୍ଧୁକ ଓ ଗୁଳି[/caption]

ଦିଲୀପ ଠାରୁ ଗୋଟିଏ ଦେଶୀ ବନ୍ଧୁକ ଓ ଦୁଇଟି ଗୁଳି ଜବତ କରାଯାଇଛି। ତା’ ନାଁରେ ବିଭିନ୍ନ ଥାନାରେ ୨୦ରୁ ଅଧିକ ମାମଲା ରହିଛି।

Related story