ପିପିଲି (ଦ୍ୱିତୀକୃଷ୍ଣ ପଟ୍ଟନାୟକ): ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥର ଗୁଡ଼ିଆପୋଖରୀ ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକ୍ ପଛରେ ଏକ ବାଇକ୍ ପିଟି ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ।
ଆଜି ସକାଳେ ଯୁବକ ଜଣଙ୍କ ବାଇକ୍ରେ ଭୁବନେଶ୍ୱର ଅଭିମୁଖେ ଯାଉଥିଲେ। ଏହି ସମୟରେ ଗୁଡ଼ିଆପୋଖରୀ ଛକରେ ଠିଆ ହୋଇଥିବା ଟ୍ରକ୍ ପଛରେ ପିଟି ହୋଇଥିଲେ। ଘଟଣାସ୍ଥଳରେ ହିଁ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ପିପିଲି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜ୍ୟରେ ୫୦ବର୍ଷର ରାସ୍ତା ନିର୍ମାଣର ଆବଶ୍ୟକତାକୁ ଦୃଷ୍ଟିରୁ ରଖି ପ୍ରସ୍ତୁତ ହେବ ସ୍ୱତନ୍ତ୍ର ସଡ଼କ ନୀତି: ପୂର୍ତ୍ତ ମନ୍ତ୍ରୀ
୨୦୨୯ ମସିହା ସୁଦ୍ଧା ୧୦୦ଜନସଂଖ୍ୟା ବିଶିଷ୍ଟ ଗାଁକୁ ସବୁଦିନିଆ ରାସ୍ତା ନିର୍ମାଣକୁ ସୁନିଶ୍ଚିତ କରିବା ସହ ଉତ୍ତମ ମାନବସମ୍ବଳ ଅଭାବ ପୂରଣ ଓ ନିର୍ମାଣ ସମୟରେ ଆଧୁନିକ ଜ୍ଞାନକୌଶଳର ଉପଯୋଗ ନିମନ୍ତେ ବୈଠକରେ ଆଲୋଚନା ହୋଇଥିଲା ।
Miscellaneous
ବାଲିଯାତ୍ରାରେ ପ୍ରଶଂସା ସାଉଣ୍ଟୁଛି ପୁରୁଣା ଜାତୀୟ ପୁରସ୍କାରପ୍ରାପ୍ତ ଓଡ଼ିଆ ଚଳଚ୍ଚିତ୍ର
ରଙ୍ଗୀନ ଆଲୁଅରେ ଚକମକ କରୁଛି କଳା ଧଳା ଚଳଚ୍ଚିତ୍ର। ଓଡ଼ିଶାର କଳା ସଂସ୍କୃତି ଓ ପରମ୍ପରାର ବାର୍ତ୍ତାବହ, ଓଡ଼ିଆ ଅସ୍ମିତାର କିଛି ଶ୍ରେଷ୍ଠ ନିଦର୍ଶନ। ସୀତା ବିବାହ, ହୀରା ଲିଳା, ଗପ ହେଲେ ବି ସତ, ଚିହ୍ନା ଅଚିହ୍ନା ପରି ପୁରୁଣା ତଥା ଜାତୀୟ ପୁରସ୍କାର ପ୍ରାପ୍ତ ଚଳଚ୍ଚିତ୍ରର ଲାଗିଛି ସମ୍ଭାର।
Crime
ଅବକାରୀ ବିଭାଗରେ ମାଳମାଳ ମାଫିଆ କର୍ମଚାରୀ
କାହା ନାଁରେ ଏକାଧିକ ମଦ କାଉଣ୍ଟର ତ ଆଉ କିଏ ଜବତ ହୋଇଥିବା କ୍ୱିଣ୍ଟାଲ କ୍ୱିଣ୍ଟାଲ ଗଞ୍ଜେଇକୁ ନେଇ ବେପାର କରୁଛନ୍ତି। ଏପରି ଅଫିସର ମଧ୍ୟ ଅଛନ୍ତି ଯେଉଁମାନେ ଧଳା ଜହର ବେପାରୀଙ୍କଠାରୁ ମାସିକ ସେୟାର ନେଉଥିବା ପ୍ରମାଣ ଅବକାରୀ କମିଶନରଙ୍କ ହାତରେ ଲାଗିଛି।
Miscellaneous
ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଥାନାରେ ଏତଲା
ମୋଟ ୧୦୯ଟି ପ୍ଲଟକୁ ବେଆଇନ୍ ଭାବେ ହାତେଇବା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଥିବା ବେଳେ ଏହାକୁ କଦାପି ବରଦାସ୍ତ କରାଯିବନି ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି।
Special
ଜନ୍ମମାଟିର ମୋହ ବର୍ଷାଙ୍କୁ ଇଟାଲୀରୁ ଓଡ଼ିଶା ଟାଣି ଆଣିଛି
ଠିକଣା ଖୋଜୁଥିବା ବର୍ଷା ଶେଷରେ ପାଇଲେ ନୂଆ ଠିକଣା। ଆଉ ବାପା-ମାଆଙ୍କ ସହିତ ଗଲେ ବିଦେଶ। ଇଟାଲୀରେ ପାଠ ପଢ଼ିଲେ। ଏନ୍ରିକୋ ଭୋଲୋପ ଓ ତାଙ୍କ ପତ୍ନୀ ଡକ୍ଟର ପଟ୍ରଜିଆ ଜରଜୋଟି ନିଜର ଝିଅ ବର୍ଷାକୁ ବହୁ ଭଲ ପାଉଥିଲେ।