Advertisment

ଟ୍ରକ୍‌ ପଛରେ ପିଟି ହେଲା ବାଇକ୍‌; ଜଣେ ମୃତ

ପିପିଲି (ଦ୍ୱିତୀକୃଷ୍ଣ ପଟ୍ଟନାୟକ): ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥର ଗୁଡ଼ିଆପୋଖରୀ ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକ୍‌ ପଛରେ ଏକ ବାଇକ୍‌ ପିଟି ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ। ଆଜି ସକାଳେ ଯୁବକ ଜଣଙ୍କ ବାଇକ୍‌ରେ ଭୁବନେଶ୍ୱର ଅଭିମୁଖେ ଯାଉଥିଲେ। ଏହି ସମୟରେ ଗୁଡ଼ିଆପୋଖରୀ ଛକରେ  ଠିଆ ହୋଇଥିବା ଟ୍ରକ୍‌ ପଛରେ ପିଟି ହୋଇଥିଲେ। ଘଟଣାସ୍ଥଳରେ ହିଁ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିଲା। […]

ଟ୍ରକ୍‌ ପଛରେ ପିଟି ହେଲା ବାଇକ୍‌; ଜଣେ ମୃତ

accident

Advertisment

ପିପିଲି (ଦ୍ୱିତୀକୃଷ୍ଣ ପଟ୍ଟନାୟକ): ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥର ଗୁଡ଼ିଆପୋଖରୀ ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକ୍‌ ପଛରେ ଏକ ବାଇକ୍‌ ପିଟି ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ।

Advertisment

ଆଜି ସକାଳେ ଯୁବକ ଜଣଙ୍କ ବାଇକ୍‌ରେ ଭୁବନେଶ୍ୱର ଅଭିମୁଖେ ଯାଉଥିଲେ। ଏହି ସମୟରେ ଗୁଡ଼ିଆପୋଖରୀ ଛକରେ  ଠିଆ ହୋଇଥିବା ଟ୍ରକ୍‌ ପଛରେ ପିଟି ହୋଇଥିଲେ। ଘଟଣାସ୍ଥଳରେ ହିଁ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ପିପିଲି ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe