ଟ୍ରାକ୍ଟର ଓଲଟି ଜଣେ ମୃତ, ୨ ଗୁରୁତର

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଶଗଡ଼ା ପଞ୍ଚାୟତର ପୌକା ଗାଁ ନିକଟରେ ଗତକାଲି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବାଲି ବୋଝେଇ ଟ୍ରକ୍ ରାସ୍ତା କଡ଼କୁ ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ଶ୍ରମିକଙ୍କ ନାଁ ପ୍ରଶାନ୍ତ ଦୀପ। ତାଙ୍କ ଘର କମାରପଡ଼ାରେ। ଆହତମାନଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବାଘ ନଦୀରୁ […]

tractor

tractor

Jitendra Garnayak
  • Published: Tuesday, 03 March 2020
  • Updated: 03 March 2020, 08:31 AM IST

Sports

Latest News

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଶଗଡ଼ା ପଞ୍ଚାୟତର ପୌକା ଗାଁ ନିକଟରେ ଗତକାଲି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବାଲି ବୋଝେଇ ଟ୍ରକ୍ ରାସ୍ତା କଡ଼କୁ ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି।

ମୃତ ଶ୍ରମିକଙ୍କ ନାଁ ପ୍ରଶାନ୍ତ ଦୀପ। ତାଙ୍କ ଘର କମାରପଡ଼ାରେ। ଆହତମାନଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବାଘ ନଦୀରୁ ବାଲି ନେଇ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା ମନମୁଣ୍ଡା ପୁଲିସ୍ ଘଟଣାର ଅଧିକ ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story