ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ବାଙ୍କି ରେଞ୍ଜର ଝିରିପାଣି ଗାଁରେ ହାତୀ ଆକ୍ରମଣରେ ଜଣେ ଶିଶୁର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଏହି ଗାଁ ପାଖରେ ବୁଲୁଥିବା ହାତୀପଲ ୧୦ଟି ଘର ମଧ୍ୟ ଭାଙ୍ଗି ଦେଇଛନ୍ତି। ୩୦ରୁ ୪୦ ହାତୀ ପଶିଆସି ଉପଦ୍ରବ କରିଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।