ନାଳରେ ପଡ଼ିଲା ବାଇକ୍: ଜଣେ ମୃତ, ଜଣେ ଗୁରୁତର

କାମାକ୍ଷାନଗର (ରାକେଶ ଦେହୁରୀ): ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ଅନ୍ତର୍ଗତ ଉର୍ବେଙ୍ଗି ନାଳ ଭିତରୁ ଏକ୍ ବାଇକ୍ ଖସି ପଡ଼ି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ ବ୍ରାହ୍ମଣିଆ ଗାଁର ଶ୍ରୀକାନ୍ତ ନାୟକ (୩୮)। ଗୁରୁତର ମାନସ ନାୟକ (୩୫)ଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି। ଗତକାଲି ସନ୍ଧ୍ୟାରେ ଉଭୟ କଙ୍କଡାହାଡ଼ରୁ ନିଜ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିଲା। ଉଭୟ ରାତିରେ ଘରକୁ ନ ଫେରିବାରୁ […]

accident

accident

Tapaswini Nayak
  • Published: Tuesday, 18 December 2018
  • Updated: 18 December 2018, 02:29 PM IST

କାମାକ୍ଷାନଗର (ରାକେଶ ଦେହୁରୀ): ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ଅନ୍ତର୍ଗତ ଉର୍ବେଙ୍ଗି ନାଳ ଭିତରୁ ଏକ୍ ବାଇକ୍ ଖସି ପଡ଼ି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ ବ୍ରାହ୍ମଣିଆ ଗାଁର ଶ୍ରୀକାନ୍ତ ନାୟକ (୩୮)। ଗୁରୁତର ମାନସ ନାୟକ (୩୫)ଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି।

ଗତକାଲି ସନ୍ଧ୍ୟାରେ ଉଭୟ କଙ୍କଡାହାଡ଼ରୁ ନିଜ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିଲା। ଉଭୟ ରାତିରେ ଘରକୁ ନ ଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ନିରାଶ ହୋଇଥିଲେ।

ଆଜି ସକାଳୁ ସ୍ଥାନୀୟ ଲୋକେ ଲୋକେ ଦେଖି କଙ୍କଡାହାଡ଼ ପୁଲିସ୍‌କୁ ଖବର ଦେଇଥିଲେ। ଖବର ପାଇ ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story