ଗଛରେ ପିଟିହେଲା ବାଇକ୍‌

ବୌଦ୍ଧ (ଭାର୍ଜନ ପ୍ରଧାନ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ୫୭ ଜାତୀୟ ରାଜପଥର ନୂଆପାଲି ନିକଟରେ ଏକ ବାଇକ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଗଛରେ ପିଟି ହୋଇଯାଇଛି। ଏଥିରେ ଜଣେ ବାଇକ୍‌ ଆରୋହୀଙ୍କ  ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତବ୍ୟକ୍ତିଜଣଙ୍କ ହେଲେ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ। ତାଙ୍କ ଘର ସୁବର୍ଣ୍ଣଜିଲ୍ଲାର ଘୋଡ଼ାଘାଟ ପଡ଼ାରେ। ଆହତ ତ୍ରିନାଥ ଭରାସାଗରଙ୍କୁ ପ୍ରଥମେ ମନମୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସୋନପୁର ଡାକ୍ତରଖାନାରେ […]

accident0099888

accident0099888

Tapaswini Nayak
  • Published: Friday, 10 July 2020
  • Updated: 10 July 2020, 01:23 PM IST

Sports

Latest News

ବୌଦ୍ଧ (ଭାର୍ଜନ ପ୍ରଧାନ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ୫୭ ଜାତୀୟ ରାଜପଥର ନୂଆପାଲି ନିକଟରେ ଏକ ବାଇକ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଗଛରେ ପିଟି ହୋଇଯାଇଛି। ଏଥିରେ ଜଣେ ବାଇକ୍‌ ଆରୋହୀଙ୍କ  ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।

ମୃତବ୍ୟକ୍ତିଜଣଙ୍କ ହେଲେ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ। ତାଙ୍କ ଘର ସୁବର୍ଣ୍ଣଜିଲ୍ଲାର ଘୋଡ଼ାଘାଟ ପଡ଼ାରେ। ଆହତ ତ୍ରିନାଥ ଭରାସାଗରଙ୍କୁ ପ୍ରଥମେ ମନମୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତ୍ରିନାଥଙ୍କ ଘର ସୁବର୍ଣ୍ଣପୁର ଜିଲ୍ଲା ଶାନ୍ତିପଡ଼ାରେ ।

ଗତକାଲି ତ୍ରିନାଥ ଓ ପୂର୍ଣ୍ଣ ବାଇକ୍‌ରେ ବୌଦ୍ଧରୁ ସୋନପୁର ଅଭିମୁଖେ ଯାଉଥିଲେ। ଏହି ସମୟରେ ନୂଆପାଲି ନିକଟରେ ରାସ୍ତାକଡ଼ରେ ଥିବା ଗଛରେ ବାଇକ୍‌ଟି ଭାରସାମ୍ୟ ହରାଇ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ପୂର୍ଣ୍ଣଙ୍କର ମୃତ୍ୟୁ ଘଟିଥିବା ବେଳେ ତ୍ରିନାଥ ଗୁରୁତର ହୋଇଥିଲେ। ପୁଲିସ୍ ପୂର୍ଣ୍ଣଙ୍କ ମୃତଦେହକୁ ବ୍ୟବଚ୍ଛେଦ କରି ପରିବାରକୁ ହସ୍ତାନ୍ତର କରିଛି। ପୁଲିସ୍ ବାଇକ୍‌କୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story