କୁହୁଡ଼ି ନେଲା ଜୀବନ

ବିନିକା (ଦିଲୀପ ସାହୁ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ବିଶାଲପାଲି ଛକ ନିକଟରେ ଏକ ବାଇକ୍ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ମୁନା ପଧାନ। ତାଙ୍କ ଘର ଅତାବିରା ଗାଁରେ। ଆଜି ସକାଳେ ମୁନା ତାଙ୍କ ପଲସର ବାଇକ୍‌ରେ ଯାଉଥିବା ବେଳେ ବିଶାଲପାଲି ଛକ ନିକଟରେ ଭାରସାମ୍ୟ ହରାଇ ତଳେ ପଡ଼ି ଯାଇଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ […]

accident

accident

Jyoshna Pradhan
  • Published: Sunday, 12 January 2020
  • Updated: 12 January 2020, 11:17 AM IST

Sports

Latest News

ବିନିକା (ଦିଲୀପ ସାହୁ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ବିଶାଲପାଲି ଛକ ନିକଟରେ ଏକ ବାଇକ୍ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ମୁନା ପଧାନ। ତାଙ୍କ ଘର ଅତାବିରା ଗାଁରେ।

ଆଜି ସକାଳେ ମୁନା ତାଙ୍କ ପଲସର ବାଇକ୍‌ରେ ଯାଉଥିବା ବେଳେ ବିଶାଲପାଲି ଛକ ନିକଟରେ ଭାରସାମ୍ୟ ହରାଇ ତଳେ ପଡ଼ି ଯାଇଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ଘନ କୁହୁଡ଼ି ଯୋଗୁ ଏହି ଦୁର୍ଘଟଣା ଘଟିଥିବା ପୁଲିସ୍‌ କହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story