୧୧ କେଭି ବିଦ୍ୟୁତ୍‌ ତାର ନେଇଗଲା ହୃଷିକେଶଙ୍କ ଜୀବନ

କୋଣାର୍କ(ସଞ୍ଜୟ ପତି): ପୁରୀ ଜିଲ୍ଲା ରାମଚଣ୍ଡୀ ଥାନା ଅନ୍ତର୍ଗତ ବଡ଼ଗାଁରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ହୃଷିକେଶ ଛୋଟରାୟ। ଆଜି ସକାଳେ ହୃଷିକେଶ ଶୌଚ ପାଇଁ ବାହାରକୁ ଆସିଥିବା ବେଳେ ୧୧ କେ.ଭି. ତାର ସଂସ୍ପର୍ଶରେ ଆସିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ହୃଷିକେଶଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଗ୍ରାମବାସୀ କୋଣାର୍କ-ପୁରୀ ଜାତୀୟ ରାଜପଥ ଅବରୋଧ କରିଛନ୍ତି।

khodha

khodha

Tapaswini Nayak
  • Published: Friday, 17 August 2018
  • Updated: 17 August 2018, 04:33 AM IST

Sports

Latest News

କୋଣାର୍କ(ସଞ୍ଜୟ ପତି): ପୁରୀ ଜିଲ୍ଲା ରାମଚଣ୍ଡୀ ଥାନା ଅନ୍ତର୍ଗତ ବଡ଼ଗାଁରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ହୃଷିକେଶ ଛୋଟରାୟ।

ଆଜି ସକାଳେ ହୃଷିକେଶ ଶୌଚ ପାଇଁ ବାହାରକୁ ଆସିଥିବା ବେଳେ ୧୧ କେ.ଭି. ତାର ସଂସ୍ପର୍ଶରେ ଆସିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ହୃଷିକେଶଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଗ୍ରାମବାସୀ କୋଣାର୍କ-ପୁରୀ ଜାତୀୟ ରାଜପଥ ଅବରୋଧ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story