ଝାଡ଼ାବାନ୍ତିରେ ଆଖି ବୁଜିଲେ ବୃଦ୍ଧା

ରାୟଗଡ଼ା ( ମନୋଜ ପାତ୍ର): ରାୟଗଡ଼ା ଜିଲ୍ଲା ପଦ୍ମପୁର ଅଞ୍ଚଳରେ ବ୍ୟାପିଛି ଝାଡ଼ାବାନ୍ତି । ଝାଡାବାନ୍ତିରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ତାଙ୍କ ନାଁ ଶଶି ରାଉତ। ସେ ଗତକାଲି ପଦ୍ମପୁର ଗୋଷ୍ଠୀ  ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ଗତ ୪ ଦିନ ଭିତରେ  ଏହି ଅଞ୍ଚଳର ୪୦ରୁ ୪୫ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି ।

rayagada-1..1

rayagada-1..1

Niharika Rout
  • Published: Saturday, 14 September 2019
  • Updated: 14 September 2019, 07:44 AM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story