/odisha-reporter/media/post_attachments/uploads/2019/02/accident-2.jpg)
accident
ବାଲେଶ୍ୱର (ରଶ୍ମି ରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ୍ ଜାମୁଶୁଳୀ ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରାକ୍ଟର ଓଲଟି ପଡ଼ିବାରୁ ହେଲପର୍ଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳି ପାରି ନାହିଁ।
Advertisment
ସ୍ଥାନୀୟ ଲୋକେ ମୃତ ହେଲପର୍ ଓ ଟ୍ରାକ୍ଟର ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ।
ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ବସ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଟ୍ରାକ୍ଟରଟି ପଞ୍ଚୁପାଲି ଅଞ୍ଚଳର ବୋଲି ଜଣାପଡ଼ିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
