ଟ୍ରାକ୍ଟର ଓଲଟି ହେଲପର୍ ମୃତ

ବାଲେଶ୍ୱର (ରଶ୍ମି ରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ୍‌ ଜାମୁଶୁଳୀ ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରାକ୍ଟର ଓଲଟି ପଡ଼ିବାରୁ ହେଲପର୍‌ଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳି ପାରି ନାହିଁ। ସ୍ଥାନୀୟ ଲୋକେ ମୃତ ହେଲପର୍ ଓ ଟ୍ରାକ୍ଟର ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ। ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ବସ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଟ୍ରାକ୍ଟରଟି ପଞ୍ଚୁପାଲି ଅଞ୍ଚଳର ବୋଲି ଜଣାପଡ଼ିଛି।

accident

accident

Rakesh Mallick
  • Published: Sunday, 10 February 2019
  • Updated: 10 February 2019, 01:34 PM IST

ବାଲେଶ୍ୱର (ରଶ୍ମି ରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ୍‌ ଜାମୁଶୁଳୀ ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରାକ୍ଟର ଓଲଟି ପଡ଼ିବାରୁ ହେଲପର୍‌ଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳି ପାରି ନାହିଁ।

ସ୍ଥାନୀୟ ଲୋକେ ମୃତ ହେଲପର୍ ଓ ଟ୍ରାକ୍ଟର ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ।

ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ବସ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଟ୍ରାକ୍ଟରଟି ପଞ୍ଚୁପାଲି ଅଞ୍ଚଳର ବୋଲି ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story