ସ୍କୁଟିକୁ ଧକ୍କା ଦେଲା ଟ୍ରକ୍‌

ଯାଜପୁର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା କୋରେଇ ଥାନା ଅନ୍ତର୍ଗତ ବ୍ରାହ୍ମଣୀ ଦେବୀ ଛକରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ସ୍କୁଟିକୁ ଟ୍ରକ୍‌ ଧକ୍କା ହେବାଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ପ୍ରଦୀପ ନାଟିଆ। ତାଙ୍କ ଘର ସୋବର ଗାଁର। ଗତକାଲି ପ୍ରଦୀପ ନୂଆଗଡ ଗୋଲେଇ ଛକରେ ଥିବା ନିଜ ଭଡ଼ା ଘରକୁ ସ୍କୁଟି ଯୋଗେ ଯାଉଥିଲେ। ବ୍ରହ୍ମାଣୀଦେବୀ ଛକରେ ଏକ ଟ୍ରକ ଦ୍ରୁତ ଗତିରେ ଆସି ପ୍ରଦୀପଙ୍କ ସ୍କୁଟିକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ […]

roadaccident

roadaccident

Tapaswini Nayak
  • Published: Thursday, 08 December 2022
  • Updated: 08 December 2022, 09:59 AM IST

Sports

Latest News

ଯାଜପୁର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା କୋରେଇ ଥାନା ଅନ୍ତର୍ଗତ ବ୍ରାହ୍ମଣୀ ଦେବୀ ଛକରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ସ୍କୁଟିକୁ ଟ୍ରକ୍‌ ଧକ୍କା ହେବାଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ପ୍ରଦୀପ ନାଟିଆ। ତାଙ୍କ ଘର ସୋବର ଗାଁର।

ଗତକାଲି ପ୍ରଦୀପ ନୂଆଗଡ ଗୋଲେଇ ଛକରେ ଥିବା ନିଜ ଭଡ଼ା ଘରକୁ ସ୍କୁଟି ଯୋଗେ ଯାଉଥିଲେ। ବ୍ରହ୍ମାଣୀଦେବୀ ଛକରେ ଏକ ଟ୍ରକ ଦ୍ରୁତ ଗତିରେ ଆସି ପ୍ରଦୀପଙ୍କ ସ୍କୁଟିକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ପ୍ରଦୀପଙ୍କର ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଅଟକ ରଖି ପୁଲିସ ଜିମାରେ ଦେଇଥିଲେ। ପୁଲିସ ଦୁର୍ଘଟଣା ଗସ୍ତ ଟ୍ରକ୍ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି।

ପ୍ରଦୀପ ୩ ବର୍ଷ ହେବ ବିବାହ କରିଥିଲେ। ତାଙ୍କର ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story