Advertisment

ସଡ଼କ ଦୁର୍ଘଟଣାରେ ଜଣେ ମୃତ: କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ

କେନ୍ଦୁଝର: ପଦ୍ମପୁର କଲେଜ ଛକରେ ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିବାକୁ କ୍ଷତିପୂରଣ ପ୍ରଦାନ ଓ ହମ୍ପସ୍‌ ନିର୍ମାଣ ଦାବିରେ ସ୍ଥାନୀୟ ଲୋକେ ଜାତୀୟ ରାଜପଥ ଅବରୋଧ କରିଛନ୍ତି।

[vc_video link="" align="center"]

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe