ଗୁଳିମାଡ଼ରେ କ୍ଷୀର ବ୍ୟବସାୟୀ ମୃତ

ଜଳେଶ୍ୱର(ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ ଡାଙ୍ଗପିଟା ଗାଁରେ ଗୁଳିମାଡ଼ରେ ଜଣେ କ୍ଷୀର ବେପାରୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ରାକେଶ ଚୌଧୁରୀ। ଗତକାଲି ରାତି ପ୍ରାୟ ୯ଟା ୧୦ରେ ରାକେଶ  କାମ ସାରି ବାଇକ୍‌ରେ ଘରକୁ ଫେରୁଥିଲେ। ଏହି ସମୟରେ ଏକ କାର୍‌ରେ ଆସି କିଛି ଦୁର୍ବୃତ୍ତ ତାଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ରାକେଶଙ୍କ ମୁଣ୍ଡରେ ଗୁଳି ବାଜିଥିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର […]

firing

firing

Jyoshna Pradhan
  • Published: Tuesday, 25 June 2019
  • Updated: 25 June 2019, 07:37 AM IST

Sports

Latest News

ଜଳେଶ୍ୱର(ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ ଡାଙ୍ଗପିଟା ଗାଁରେ ଗୁଳିମାଡ଼ରେ ଜଣେ କ୍ଷୀର ବେପାରୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ରାକେଶ ଚୌଧୁରୀ।

ଗତକାଲି ରାତି ପ୍ରାୟ ୯ଟା ୧୦ରେ ରାକେଶ  କାମ ସାରି ବାଇକ୍‌ରେ ଘରକୁ ଫେରୁଥିଲେ। ଏହି ସମୟରେ ଏକ କାର୍‌ରେ ଆସି କିଛି ଦୁର୍ବୃତ୍ତ ତାଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ରାକେଶଙ୍କ ମୁଣ୍ଡରେ ଗୁଳି ବାଜିଥିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର ତଦନ୍ତ କରୁଛି କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story