ବାଇଗଣ ତୋଳିବା ହେଲା କାଳ: ଦଳିଦେଲା ହାତୀ

<p>ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା ସଦର ରେଞ୍ଜରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାଙ୍ଗୁରିସିଂ ଗାଁର ବରଜୁ ସାହୁ(୬୦)। ଆଜି ସକାଳେ ବରଜୁ ବାଇଗଣ ତୋଳିବାକୁ କ୍ଷେତକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ଏହି ଅଘଟଣ ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ବାଙ୍ଗୁରିସିଂ ଠାରେ ଲୋକେ କଟକ-ଅନୁଗୋଳ ରାସ୍ତା ଅବରୋଧ କରିଛନ୍ତି।</p> <p>ଏହି ଅଞ୍ଚଳରେ ଗୋଟିଏ ସପ୍ତାହରେ ହାତୀ ଆକ୍ରମଣରେ ୫ଜଣଙ୍କ ମୃତ୍ୟୁ ଘଟିଛି। ତେଣୁ ସଦର ରେଞ୍ଜ ଅଞ୍ଚଳରେ ସନ୍ଧ୍ୟା ପରେ ଘରୁ ନବାହାରିବା ପାଇଁ ଲୋକଙ୍କୁ ବନବିଭାଗ ପକ୍ଷରୁ ପରାମର୍ଶ ଦିଆଯାଉଛି।</p>

Ordigital Desk
  • Published: Tuesday, 17 April 2018
  • Updated: 17 April 2018, 09:02 AM IST

Sports

Latest News

<p>ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା ସଦର ରେଞ୍ଜରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାଙ୍ଗୁରିସିଂ ଗାଁର ବରଜୁ ସାହୁ(୬୦)। ଆଜି ସକାଳେ ବରଜୁ ବାଇଗଣ ତୋଳିବାକୁ କ୍ଷେତକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ଏହି ଅଘଟଣ ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ବାଙ୍ଗୁରିସିଂ ଠାରେ ଲୋକେ କଟକ-ଅନୁଗୋଳ ରାସ୍ତା ଅବରୋଧ କରିଛନ୍ତି।</p><p>ଏହି ଅଞ୍ଚଳରେ ଗୋଟିଏ ସପ୍ତାହରେ ହାତୀ ଆକ୍ରମଣରେ ୫ଜଣଙ୍କ ମୃତ୍ୟୁ ଘଟିଛି। ତେଣୁ ସଦର ରେଞ୍ଜ ଅଞ୍ଚଳରେ ସନ୍ଧ୍ୟା ପରେ ଘରୁ ନବାହାରିବା ପାଇଁ ଲୋକଙ୍କୁ ବନବିଭାଗ ପକ୍ଷରୁ ପରାମର୍ଶ ଦିଆଯାଉଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos