ଘରେ ଶୋଇଥିବା ବେଳେ ଦଳିଦେଲା ହାତୀ

<p>ସମ୍ୱଲପୁର(ଓଡ଼ିଶା ରିପୋର୍ଟର): ସମ୍ବଲପୁରରେ ହାତୀ ଆତଙ୍କ। ଗତକାଲି ରାତିରେ ରେଢ଼ାଖୋଲ ମାକରକେଣ୍ଡା ଗାଁରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଶମ୍ଭୁ ଭୋଇ ଓ ଦଇମତି ଭୋଇ। ରାତିରେ ଶୋଇଥିଲା ବେଳେ ଘରେ ପଶି ହାତୀ ସେମାନଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଛି।</p> <p>ବନବିଭାଗ କର୍ମଚାରୀ ସେଠାରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।&nbsp; ବିଗତ କିଛିଦିନ ଧରି ସେହି ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଦେଖାଦେଉଥିବାରୁ ରାତିରେ ଲୋକେ ଆତଙ୍କିତ ଅବସ୍ଥାରେ ରହୁଛନ୍ତି।</p>

Ordigital Desk
  • Published: Saturday, 28 April 2018
  • Updated: 28 April 2018, 12:04 PM IST
<p>ସମ୍ୱଲପୁର(ଓଡ଼ିଶା ରିପୋର୍ଟର): ସମ୍ବଲପୁରରେ ହାତୀ ଆତଙ୍କ। ଗତକାଲି ରାତିରେ ରେଢ଼ାଖୋଲ ମାକରକେଣ୍ଡା ଗାଁରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଶମ୍ଭୁ ଭୋଇ ଓ ଦଇମତି ଭୋଇ। ରାତିରେ ଶୋଇଥିଲା ବେଳେ ଘରେ ପଶି ହାତୀ ସେମାନଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଛି।</p><p>ବନବିଭାଗ କର୍ମଚାରୀ ସେଠାରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।&nbsp; ବିଗତ କିଛିଦିନ ଧରି ସେହି ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଦେଖାଦେଉଥିବାରୁ ରାତିରେ ଲୋକେ ଆତଙ୍କିତ ଅବସ୍ଥାରେ ରହୁଛନ୍ତି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos