୨୦ ଫୁଟ୍‌ ତଳକୁ ଖସିଲା ବାଇକ୍: ଜଣେ ମୃତ, ଜଣେ ଗୁରୁତର

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ବାଘମରା ପୋଲ ନିକଟରେ ଗତକାଲି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଆହତ ହୋଇଛନ୍ତି। ମୃତକଙ୍କ ନାଁ ଅନଗ ପାଣିଗ୍ରାହୀ। ଆହତଙ୍କ ନାଁ ଆରତି ହୋତା। ତାଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ଖବର ଅନୁସାରେ, ଗତକାଲି ସରସରା ଗାଁର ଆରତି ଓ ଅନଗ ଏକ […]

accident

accident

Jitendra Garnayak
  • Published: Tuesday, 29 January 2019
  • Updated: 29 January 2019, 08:45 AM IST

Sports

Latest News

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ବାଘମରା ପୋଲ ନିକଟରେ ଗତକାଲି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଆହତ ହୋଇଛନ୍ତି।

accident1ମୃତକଙ୍କ ନାଁ ଅନଗ ପାଣିଗ୍ରାହୀ। ଆହତଙ୍କ ନାଁ ଆରତି ହୋତା। ତାଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମିଳିଥିବା ଖବର ଅନୁସାରେ, ଗତକାଲି ସରସରା ଗାଁର ଆରତି ଓ ଅନଗ ଏକ ବାହାଘର ଭୋଜିରେ ଯୋଗ ଦେବାକୁ ବାଇକ୍ ଯୋଗେ ବିଏମ୍‌ପୁର ଯାଇଥିଲେ। ସେଠାରୁ ଫେରିବା ବେଳେ ବାଉଁଶୁଣୀର ବାଘପୋଲ ନିକଟରେ ବାଇକ୍‌ଟି ଭାରସାମ୍ୟ ହରାଇ ଏକ ଫଳକରେ ପିଟି ହୋଇ ୨୦ଫୁଟ୍‌ ତଳକୁ ଖସି ପଡ଼ିଥିଲା।

ସ୍ଥାନୀୟ ଲୋକଙ୍କ ସହାୟତାରେ ଦମକଳ ବାହିନୀ କର୍ମଚାରୀ ସେମାନଙ୍କୁ ଉଦ୍ଧାର କରି ବାଉଁଶୁଣୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଅନଗଙ୍କୁ ମୃତ ଘୋଷଣା କରାଯାଇଥିଲା। ଆରତିଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ପଠାଯାଇଥିଲା।
ମନମୁଣ୍ଡା ପୁଲିସ୍‌ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story