ଗଛରେ ପିଟି ହେଲା ବୋଲେରୋ: ଜଣେ କାଉଡ଼ିଆ ମୃତ,୧୧ ଆହତ
ବୌଦ୍ଧ(ଭାର୍ଜନ ପ୍ରଧାନ): ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ୫୭ ନମ୍ବର ଜାତୀୟ ରାଜପଥରେ ଏକ ବୋଲେରୋ ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଜଣେ କାଉଡ଼ିଆଙ୍କ ମୃତ୍ୟୁ ଘଟିଛି।
ଏହି ଦୁର୍ଘଟଣାରେ ୧୧ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଅନ୍ୟ ଆହତଙ୍କୁ ପୁରୁଣା କଟକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
କାଉଡ଼ିଆମାନେ ନୟାଗଡ଼ ଗଣିଆରୁ ହରିଶଙ୍କର ଯାଉଥିଲେ।
https://youtu.be/sbvjH-zt_YU
Ordigital Desk
• Published: Saturday, 11 August 2018
• Updated: 11 August 2018, 01:19 PM IST
Sports
Latest News
ବୌଦ୍ଧ(ଭାର୍ଜନ ପ୍ରଧାନ): ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ୫୭ ନମ୍ବର ଜାତୀୟ ରାଜପଥରେ ଏକ ବୋଲେରୋ ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଜଣେ କାଉଡ଼ିଆଙ୍କ ମୃତ୍ୟୁ ଘଟିଛି।
ଏହି ଦୁର୍ଘଟଣାରେ ୧୧ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଅନ୍ୟ ଆହତଙ୍କୁ ପୁରୁଣା କଟକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
କାଉଡ଼ିଆମାନେ ନୟାଗଡ଼ ଗଣିଆରୁ ହରିଶଙ୍କର ଯାଉଥିଲେ।
https://youtu.be/sbvjH-zt_YU
telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Trending
Photos
Videos