କୁହୁଡ଼ି ହେଲା କାଳ; ଟ୍ରକ୍ ପଛରେ ପିଟି ହେଲା ଟ୍ରକ୍‌

ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲାର ଯାଆଁଳ ସ୍ଥିତ ଭୁଆସୁଣୀ ମନ୍ଦିର ନିକଟରେ ଏକ ଦୁର୍ଘଟଣା ଘଟିଛି। ଆଜି ଭୋରରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଛି। ମନ୍ଦିର ନିକଟରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ଆଉ ଏକ ଟ୍ରକ୍ ପିଟି ଦେଇଥିଲା। ଏଥିରେ ଧକ୍କା ଦେଇଥିବା ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିଚୟ ଜଣାପଡ଼ିନାହିଁ। କୁହୁଡ଼ି ଯୋଗୁ ଏ ଘଟଣା ଘଟିଛି ବୋଲି କୁହାଯାଉଛି। ଗତକାଲି କେନ୍ଦ୍ରାପଡ଼ା ଜିଲ୍ଲାରେ କଟକ-ଚାନ୍ଦବାଲି ରାସ୍ତାର କାତ୍ତିଆ […]

truck

truck

Jitendra Garnayak
  • Published: Tuesday, 22 January 2019
  • Updated: 22 January 2019, 11:12 AM IST

Sports

Latest News

ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲାର ଯାଆଁଳ ସ୍ଥିତ ଭୁଆସୁଣୀ ମନ୍ଦିର ନିକଟରେ ଏକ ଦୁର୍ଘଟଣା ଘଟିଛି। ଆଜି ଭୋରରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଛି।

ମନ୍ଦିର ନିକଟରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ଆଉ ଏକ ଟ୍ରକ୍ ପିଟି ଦେଇଥିଲା। ଏଥିରେ ଧକ୍କା ଦେଇଥିବା ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିଚୟ ଜଣାପଡ଼ିନାହିଁ।

କୁହୁଡ଼ି ଯୋଗୁ ଏ ଘଟଣା ଘଟିଛି ବୋଲି କୁହାଯାଉଛି।

ଗତକାଲି କେନ୍ଦ୍ରାପଡ଼ା ଜିଲ୍ଲାରେ କଟକ-ଚାନ୍ଦବାଲି ରାସ୍ତାର କାତ୍ତିଆ ଛକରେ ଏକ ବୋଲେରୋ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଏ ଦୁର୍ଘଟଣା ବି କୁହୁଡ଼ି ଯୋଗୁ ହୋଇଥିଲା ବୋଲି ସୂଚନା ଆସିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story