ଅଟୋ ଓଲଟି ଜଣେ ମୃତ, ୧୦ ଗୁରୁତର

ନବରଙ୍ଗପୁର(ଓଡ଼ିଶା ରିପୋର୍ଟର): ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ୍‌ କୁଆମ୍ବା ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋ ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଅକାଳ ଗୌଡ଼। ତାଙ୍କ ଘର ମଥୁରାପଡ଼ାରେ। ଅଟୋଟି ୨୫ ଜଣ ଶ୍ରମିକଙ୍କୁ ନେଇ କୁଆମ୍ବାରୁ ମଥୁରାପଡ଼ା ଯାଉଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଘଟଣାସ୍ଥଳରେ ଅକାଳଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୧୦ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ […]

accident

accident

Jitendra Garnayak
  • Published: Saturday, 05 January 2019
  • Updated: 05 January 2019, 01:02 PM IST

Sports

Latest News

ନବରଙ୍ଗପୁର(ଓଡ଼ିଶା ରିପୋର୍ଟର): ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ୍‌ କୁଆମ୍ବା ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋ ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଅକାଳ ଗୌଡ଼। ତାଙ୍କ ଘର ମଥୁରାପଡ଼ାରେ।

ଅଟୋଟି ୨୫ ଜଣ ଶ୍ରମିକଙ୍କୁ ନେଇ କୁଆମ୍ବାରୁ ମଥୁରାପଡ଼ା ଯାଉଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଘଟଣାସ୍ଥଳରେ ଅକାଳଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୧୦ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଚାରି ଜଣ ଚନ୍ଦାହାଣ୍ଡି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିବା ବେଳେ ଆଉ ୬ ଜଣଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଓଟଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story