ନବରଙ୍ଗପୁର(ଓଡ଼ିଶା ରିପୋର୍ଟର): ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ୍ କୁଆମ୍ବା ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋ ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଅକାଳ ଗୌଡ଼। ତାଙ୍କ ଘର ମଥୁରାପଡ଼ାରେ।
ଅଟୋଟି ୨୫ ଜଣ ଶ୍ରମିକଙ୍କୁ ନେଇ କୁଆମ୍ବାରୁ ମଥୁରାପଡ଼ା ଯାଉଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଘଟଣାସ୍ଥଳରେ ଅକାଳଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୧୦ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଚାରି ଜଣ ଚନ୍ଦାହାଣ୍ଡି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିବା ବେଳେ ଆଉ ୬ ଜଣଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଓଟଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।