ଓଲଟି ପଡ଼ିଲା ବରଯାତ୍ରୀ ଗାଡ଼ି; ଜଣେ ମୃତ, ୫ ଆହତ

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ବଡ଼ପିଛୁଳା ଛକରେ ଗତକାଲି ଏକ ବରଯାତ୍ରୀ କାର୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକ ଜଣଙ୍କ ହେଲେ ରଘୁନାଥପୁର ଗାଁର ଗୋଲଖ ପ୍ରଧାନଙ୍କ ପୁଅ ସ୍ୱାଧୀନ (୨୦)। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଆହତମାନଙ୍କୁ ହରିଚନ୍ଦନପୁର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଗାଡ଼ି ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ […]

dead

dead

Jitendra Garnayak
  • Published: Saturday, 16 February 2019
  • Updated: 16 February 2019, 10:37 AM IST

Sports

Latest News

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ବଡ଼ପିଛୁଳା ଛକରେ ଗତକାଲି ଏକ ବରଯାତ୍ରୀ କାର୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି।

ମୃତ ଯୁବକ ଜଣଙ୍କ ହେଲେ ରଘୁନାଥପୁର ଗାଁର ଗୋଲଖ ପ୍ରଧାନଙ୍କ ପୁଅ ସ୍ୱାଧୀନ (୨୦)। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ଆହତମାନଙ୍କୁ ହରିଚନ୍ଦନପୁର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଗାଡ଼ି ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଗତକାଲି ରଘୁନାଥପୁର ଗାଁର ଜଣେ ଯୁବକଙ୍କ ବାହାଘର ଥିଲା। ଖମାର ନିକଟସ୍ଥ ଏକ ଗାଁରେ ଏହି ବାହାଘର ହୋଇଥିଲା। ମୃତାହତମାନେ ଏହି ବାହାଘରରେ ଯୋଗ ଦେବା ପାଇଁ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ। ସେମାନେ ଯେଉଁ ଭ୍ୟାନ୍‌ରେ ଯାଉଥିଲେ, ତାହା ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story