ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା ବୁଲେଟ୍‌, ଜଣେ ମୃତ

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥର ରାଜନପାଲି ଛକରେ ଆଜି ସକାଳ ପ୍ରାୟ ୮ଟା ବେଳେ ଏକ ବୁଲେଟ୍‌ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇଯିବାରୁ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ଶିବ ପ୍ରସାଦ ରାୟ। ତାଙ୍କ ଘର ଜଗତସିଂହପୁରରେ ବୋଲି ଜଣାପଡ଼ିଛି। ସେ ବୌଦ୍ଧରେ ଏକ ଘରୋଇ କମ୍ପାନୀରେ ଚାକିରି କରୁଥିଲେ। ଶିବଙ୍କୁ ଗୁରୁତର ଅବସ୍ଥାରେ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। […]

bullet

bullet

Jitendra Garnayak
  • Published: Thursday, 04 April 2019
  • Updated: 04 April 2019, 09:57 AM IST

Sports

Latest News

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥର ରାଜନପାଲି ଛକରେ ଆଜି ସକାଳ ପ୍ରାୟ ୮ଟା ବେଳେ ଏକ ବୁଲେଟ୍‌ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇଯିବାରୁ ଜଣଙ୍କ ମୃତ୍ୟୁ ଘଟିଛି।

ମୃତକଙ୍କ ନାଁ ଶିବ ପ୍ରସାଦ ରାୟ। ତାଙ୍କ ଘର ଜଗତସିଂହପୁରରେ ବୋଲି ଜଣାପଡ଼ିଛି। ସେ ବୌଦ୍ଧରେ ଏକ ଘରୋଇ କମ୍ପାନୀରେ ଚାକିରି କରୁଥିଲେ।

ଶିବଙ୍କୁ ଗୁରୁତର ଅବସ୍ଥାରେ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ବୌଦ୍ଧ ଟାଉନ୍ ପୁଲିସ୍ ଏ ଘଟଣାର ଅଧିକ ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story