ବାଇକ୍‌କୁ ପିଟି ଦେଲା ବସ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ

ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା କୋତାମେଟା ଗାଁ ନିକଟରେ ବସ୍ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଯାଇଥିଲା। ତାଙ୍କ ନାଁ ମଙ୍ଗଳ ବାଙ୍କିଆ। ଆଜି ସକାଳେ ପ୍ରାୟ ଆଠଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ନୀଳକଣ୍ଠେଶ୍ୱର ନାମକ ଏକ ଘରୋଇ ବସ୍ ଭୁବନେଶ୍ୱରରୁ ମାଲକାନଗିରି ଅଭିମୁଖେ ଆସୁଥିବା ବେଳେ କୋତାମେଟା ନିକଟରେ ବାଇକ୍‌କୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୁଲିସ୍ […]

deadbody

deadbody

Jitendra Garnayak
  • Published: Thursday, 28 February 2019
  • Updated: 28 February 2019, 01:10 PM IST

Sports

Latest News

ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା କୋତାମେଟା ଗାଁ ନିକଟରେ ବସ୍ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଯାଇଥିଲା। ତାଙ୍କ ନାଁ ମଙ୍ଗଳ ବାଙ୍କିଆ।

ଆଜି ସକାଳେ ପ୍ରାୟ ଆଠଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ନୀଳକଣ୍ଠେଶ୍ୱର ନାମକ ଏକ ଘରୋଇ ବସ୍ ଭୁବନେଶ୍ୱରରୁ ମାଲକାନଗିରି ଅଭିମୁଖେ ଆସୁଥିବା ବେଳେ କୋତାମେଟା ନିକଟରେ ବାଇକ୍‌କୁ ଧକ୍କା ଦେଇଥିଲା।

ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୁଲିସ୍ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story