କିନ୍ନରଙ୍କୁ ଧକ୍କା ଦେଇ ଚାଲିଗଲା ଅଜଣା ଗାଡ଼ି

ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ୱର ଜାତୀୟ ରାଜପଥ ଗଙ୍ଗପଡ଼ା ଛକ ନିକଟରେ ଗତକାଲି ବିଳମ୍ୱିତ ରାତିରେ ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ଧକ୍କାରେ ଜଣେ କିନ୍ନରଙ୍କ ମୃତ୍ୟୁ ହୋଇଛି। ସେ ରାସ୍ତାପାର ହେଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି ଯାଁଳା ଫାଣ୍ଡି ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ଖୋର୍ଦ୍ଧା ଜିଲ୍ଲା ଚିକିତ୍ସାଳୟକୁ ପଠାଇଛି।

deadbody

Jitendra Garnayak
  • Published: Sunday, 16 September 2018
  • , Updated: 16 September 2018, 04:51 AM IST

ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ୱର ଜାତୀୟ ରାଜପଥ ଗଙ୍ଗପଡ଼ା ଛକ ନିକଟରେ ଗତକାଲି ବିଳମ୍ୱିତ ରାତିରେ ଏକ ଦୁର୍ଘଟଣା ଘଟିଛି।

ଏକ ଅଜଣା ଗାଡ଼ି ଧକ୍କାରେ ଜଣେ କିନ୍ନରଙ୍କ ମୃତ୍ୟୁ ହୋଇଛି। ସେ ରାସ୍ତାପାର ହେଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି

ଯାଁଳା ଫାଣ୍ଡି ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ଖୋର୍ଦ୍ଧା ଜିଲ୍ଲା ଚିକିତ୍ସାଳୟକୁ ପଠାଇଛି।

Related story