ଟାଟା ମ୍ୟାଜିକ୍‌କୁ ପିଟି ଦେଲା ଟ୍ରକ୍‌: ଜଣେ ମୃତ, ୩ ଆହତ

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ଟିକରପଙ୍ଗା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତିଙ୍କ ନାଁ ଗୋଲକ ମହାନ୍ତି। ତାଙ୍କ ଘର ଟିକରପଙ୍ଗାରେ। ଗୁରୁତର ଆହତଙ୍କୁ ପାରାଦୀପ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ଏକ ଟାଟା ମ୍ୟାଜିକ୍‌ ଗାଡ଼ି ଜାତୀୟ ରାଜପଥ ୫ (କ)ରେ ପାରାଦୀପ ଅଭିମୁଖେ ଯାଉଥିବା ବେଳେ ଟିକରପଙ୍ଗା ନିକଟରେ ଏକ ୧୦ ଚକିଆ […]

tatamagic

tatamagic

Jitendra Garnayak
  • Published: Monday, 01 April 2019
  • Updated: 01 April 2019, 08:28 AM IST

Sports

Latest News

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ଟିକରପଙ୍ଗା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି।

ମୃତ ବ୍ୟକ୍ତିଙ୍କ ନାଁ ଗୋଲକ ମହାନ୍ତି। ତାଙ୍କ ଘର ଟିକରପଙ୍ଗାରେ। ଗୁରୁତର ଆହତଙ୍କୁ ପାରାଦୀପ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ଏକ ଟାଟା ମ୍ୟାଜିକ୍‌ ଗାଡ଼ି ଜାତୀୟ ରାଜପଥ ୫ (କ)ରେ ପାରାଦୀପ ଅଭିମୁଖେ ଯାଉଥିବା ବେଳେ ଟିକରପଙ୍ଗା ନିକଟରେ ଏକ ୧୦ ଚକିଆ ଟ୍ରକ୍ ଏହାକୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳର ହିଁ ଗୋଲକଙ୍କ ମୃତ୍ୟୁ ଘଟିଥିଲା।

roadblockଏହି ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ସେଠାରେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ପ୍ରଦାନ କରିବାକୁ ସେମାନେ ଦାବି କରିଛନ୍ତି। ମାର୍ଶାଘାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story