ସମ୍ବଲପୁର(ସଞ୍ଜୟ ଜେନା): ସମ୍ୱଲପୁରସ୍ଥିତ ମହାନଦୀର ସଡ଼କଘାଟକୁ ଗତକାଲି ଗାଧୋଇବାକୁ ଯାଇଥିବା ୬ ଯୁବତୀଙ୍କ ମଧ୍ୟରୁ ଜଣଙ୍କ ପତ୍ତା ମିଳୁନି। ଗାଧୋଇବାକୁ ଯାଇ ସମସ୍ତେ ଭାସି ଯାଇଥିବା ବେଳେ ସ୍ଥାନୀୟ ଲୋକେ ୫ ଜଣଙ୍କୁ ଉଦ୍ଧାର କରିଥିଲେ। ହେଲେ ୨୪ ଘଣ୍ଟା ହେବାକୁ ବସିଥିବା ବେଳେ ବି ଆଉ ଜଣେ ଯୁବତୀଙ୍କ ପତ୍ତା ମିଳିପାରି ନାହିଁ। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିବା ବେଳେ ଗତ ସନ୍ଧ୍ୟାରୁ ତାହା ବନ୍ଦ ରହିଥିଲା। ଆଜି ପୁଣି ଉଦ୍ଧାର କାର୍ଯ୍ୟ ଆରମ୍ଭ ହେବ।
ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ମହାନଦୀର ସଡ଼କଘାଟରେ ଗାଧୋଉଥିବା ବେଳେ ଜଣେ ଯୁବତୀଙ୍କ ଗୋଡ଼ ଖସି ଯାଇଥିଲା। ଉକ୍ତ ଯୁବୀତଙ୍କୁ ବଞ୍ଚାଇବାକୁ ଉଦ୍ୟମ କରି ତାଙ୍କ ସହ ଯାଇଥିବା ଅନ୍ୟ ୫ ଯୁବତୀ ମଧ୍ୟ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ସମସ୍ତେ ଉଦ୍ଧାର ପାଇଥିବା ବେଳେ ଜଣଙ୍କ ପତ୍ତା ମିଳି ପାରୁନି। ଉକ୍ତ ଯୁବତୀମାନଙ୍କ ଘର ସମ୍ବଲପୁରର ଧୋବାପଡ଼ା ଓ ସାହିବଙ୍ଗଳାପଡ଼ାରେ ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଯୁବକକୁ ପିଟି ପିଟି ମାରିଦେବା ଘଟଣା; ଫାଣ୍ଡି ଅଧିକାରୀ ନିଲମ୍ବିତ
ଲୁଗା ଦୋକାନରୁ ଚୋରି କରିବା ଅଭିଯୋଗରେ ଯୁବକକୁ ପିଟି ପିଟି ମାରିଦେବା ଘଟଣାରେ ନିଲମ୍ବିତ ହୋଇଛନ୍ତି ଫାଣ୍ଡି ଅଧିକାରୀ। ଦାୟିତ୍ୱରେ ଅବହେଳା ଅଭିଯୋଗରେ ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତି ନିଲମ୍ବିତ ହୋଇଛନ୍ତି।
Crime
ଲୁଟିଲେ; ବ୍ୟାଙ୍କ ଲକରରେ ନିଆଁ ଲଗାଇ ଚମ୍ପଟ ମାରିଲେ
ପ୍ରବଳ ଧୂଆଁ ବାହାରୁଥିବାରୁ ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀ ପାଇଁ କଷ୍ଟକର ହୋଇ ହୋଇପଡ଼ିଛି।
Miscellaneous
ଆଜିଠୁ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇଥିଲା।
Accident
ଭାଇ ସହ ଖେଳୁଥିଲା କୁନି ଝିଅ, ଝୁଣି ମାରିଦେଲେ କୁକୁର ପଲ
ଗତକାଲି ଦିନବେଳା ଘର ବାହାରେ ଥିବା ଏକ ଜମିରେ ନାବାଳିକାଜଣକ ଭାଇ ସହ ଖେଳୁଲେ। ଉକ୍ତ ସମୟରେ ୫ଟି କୁକୁର ଉଭୟ ଭାଭଉଣୀଙ୍କୁ ଆକ୍ରମଣ କରିଥିଲେ।
Events & Festivals
ଆଜି ପବିତ୍ର ବଡ଼ଦିନ; ଧରା ଅବତରଣ କଲେ ପ୍ରଭୁ ଯୀଶୁ
କ୍ରିସମାସ ଉପଲକ୍ଷେ ପୁରୀ ବେଳାଭୂମିରେ ବିଶ୍ୱର ସର୍ବବୃହତ ବାଲୁକା କଳା ହୋଇଛି। ଯାହା ୱାଲ୍ଡ ରେକର୍ଡ BOOKS OF INDIAରେ ସ୍ଥାନ ପାଇଛି।