ଚିନ୍ତା ବଢ଼ାଇଲା କଟକ ମାଲଗୋଦାମ ବେହେରାସାହି ଅଞ୍ଚଳ

କଟକ:(ଓଡ଼ିଶା ରିପୋର୍ଟର): ମାଲଗୋଦାମ ଅଞ୍ଚଳରୁ ୧୧୨ ପଜିଟିଭ ଚିହ୍ନଟ। ଚିନ୍ତା ବଢ଼ାଇଲା କଟକ ମାଲଗୋଦାମ ବେହେରାସାହି ଅଞ୍ଚଳ। ମାଲଗୋଦାମ କଣ୍ଟେନମେଣ୍ଟ ଅଞ୍ଚଳରୁ ଆଜି ୧୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି କଟକରୁ ଚିହ୍ନଟ ୧୪୩ ଆକ୍ରାନ୍ତଙ୍କ ମଧ୍ୟରୁ ମାଲଗୋଦାମରୁ ୧୧୨। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୬୨ ପୁରୁଷ ଏବଂ ୫୦ ମହିଳା ଅଛନ୍ତି। ଗତ କିଛି ଦିନ ହେଲାଣି ସେଠାରୁ ଦୈନିକ ବହୁ ଆକ୍ରାନ୍ତ ମିଳୁଛନ୍ତି। ଓଡ଼ିଶାରେ ଦିନକରେ ୧,୩୩୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। […]

cuttack

cuttack

Tapas Behera
  • Published: Wednesday, 05 August 2020
  • Updated: 05 August 2020, 07:31 PM IST

Sports

Latest News

କଟକ:(ଓଡ଼ିଶା ରିପୋର୍ଟର): ମାଲଗୋଦାମ ଅଞ୍ଚଳରୁ ୧୧୨ ପଜିଟିଭ ଚିହ୍ନଟ। ଚିନ୍ତା ବଢ଼ାଇଲା କଟକ ମାଲଗୋଦାମ ବେହେରାସାହି ଅଞ୍ଚଳ। ମାଲଗୋଦାମ କଣ୍ଟେନମେଣ୍ଟ ଅଞ୍ଚଳରୁ ଆଜି ୧୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି କଟକରୁ ଚିହ୍ନଟ ୧୪୩ ଆକ୍ରାନ୍ତଙ୍କ ମଧ୍ୟରୁ ମାଲଗୋଦାମରୁ ୧୧୨। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୬୨ ପୁରୁଷ ଏବଂ ୫୦ ମହିଳା ଅଛନ୍ତି। ଗତ କିଛି ଦିନ ହେଲାଣି ସେଠାରୁ ଦୈନିକ ବହୁ ଆକ୍ରାନ୍ତ ମିଳୁଛନ୍ତି।

ଓଡ଼ିଶାରେ ଦିନକରେ ୧,୩୩୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୨୨ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story