୧୬୯ ଓଏଏସ୍ ଅଫିସରଙ୍କ ବଦଳି, ୭୯ ତହସିଲରେ ନୂଆ ତହସିଲଦାର

ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ୩ଟି ଭିନ୍ନ ଭିନ୍ନ ବିଜ୍ଞପ୍ତି ଜାରି କରାଯାଇ ମୋଟ ୧୬୯ଜଣ ଜୁନିୟର ଓ ସିନିୟର ବ୍ରାଂଚ ଓଏଏସ୍ ଅଫିସର, ଓଆରଏସ୍ ଅଫିସରଙ୍କୁ ବଦଳି କରାଯାଇଛି ।

Lokaseba Bhaban

ଲୋକସେବା ଭବନ, ଭୁବନେଶ୍ୱର

Ordigital Desk
  • Published: Thursday, 19 January 2023
  • Updated: 19 January 2023, 05:36 PM IST

Sports

Latest News

ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ଅଧୀନରେ କାର୍ଯ୍ୟରତ ମୋଟ ୧୬୯ଜଣ ଓଏଏସ ଅଫିସରଙ୍କ ବଦଳି ହୋଇଥିବାବେଳେ ୭୯ଟି ତହସିଲରେ ନୂଆ ତହସିଲଦାରଙ୍କୁ ନିଯୁକ୍ତି ମିଳିଛି ।

ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ୩ଟି ଭିନ୍ନ ଭିନ୍ନ ବିଜ୍ଞପ୍ତି ଜାରି କରାଯାଇ ମୋଟ ୧୬୯ଜଣ ଜୁନିୟର ଓ ସିନିୟର ବ୍ରାଂଚ ଓଏଏସ୍ ଅଫିସର ଏବଂ ଓଆରଏସ୍ ଅଫିସରଙ୍କୁ ବଦଳି କରାଯାଇଛି । ଗୋଟିଏ ବିଜ୍ଞପ୍ତିରେ ୫୬ଜଣ ଓଏଏସ୍ ସିନିୟର ଓ ଜୁନିୟର ବ୍ରାଂଚ ଅଫିସରଙ୍କୁ ବିଭିନ୍ନ ଜିଲ୍ଲାରେ ଡେପୁଟି କଲେକ୍ଟର ଭାବେ ବଦଳି ହୋଇଛି। ସେହିପରି ଅନ୍ୟ ଗୋଟିଏ ବିଜ୍ଞପ୍ତିରେ ମୋଟ ୬୧ଜଣ ଓଏଏସ୍ ସିନିୟର ଓ ଜୁନିୟର ବ୍ରାଂଚ ଅଫିସରଙ୍କୁ ବଦଳି ହୋଇଛି। ଏଥିରେ ୬୦ଜଣଙ୍କୁ ବିଭିନ୍ନ ତହସିଲରେ ତହସିଲଦାର ଓ ଜଣେ ଅଫିସରଙ୍କୁ ଡେପୁଟି କଲେକ୍ଟର ଭାବେ ବଦଳି କରାଯାଇଛି।

Also Read

ବିଭାଗ ପକ୍ଷରୁ ଜାରି ଅନ୍ୟ ଏକ ବିଜ୍ଞପ୍ତିରେ ୫୨ଜଣ ଓଏଏସ୍ ଜୁନିୟର ବ୍ରାଂଚ ଓ ଓଆରଏସ୍ ଅଫିସରଙ୍କୁ ବିଭିନ୍ନ ସ୍ଥାନକୁ ବଦଳି ହୋଇଛି । ଏଥିରେ ୧୯ଜଣ ଅଫିସରଙ୍କୁ ବିଭିନ୍ନ ତହସିଲରେ ତହସିଲଦାର ଭାବେ ନିଯୁକ୍ତି ମିଳିଛି । ଏହି ମୋଟ ୧୬୯ଜଣ ଓଏଏସ୍ ଓ ଓଆରଏସ୍ ଅଫିସରଙ୍କ ମଧ୍ୟରେ ୭୯ ଜଣଙ୍କୁ ତହସିଲଦାର ଓ ୫୮ ଜଣଙ୍କୁ ଡେପୁଟି କଲେକ୍ଟର ଭାବେ ବିଭିନ୍ନ ସ୍ଥାନରେ ନିଯୁକ୍ତି ମିଳିଛି । ସମସ୍ତ ଅଫିସରଙ୍କୁ ତୁରନ୍ତ ରିଲିଭ କରିବା ନିମନ୍ତେ ରାଜ୍ୟ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story