ଭାଲୁ ଆକ୍ରମଣରେ ଜଣେ ଆହତ

ବାଲେଶ୍ୱର(ରଶ୍ମିରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା ନୀଳଗିରିରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ବାଲେଶ୍ୱ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କ ନାଁ ଦୈତାରୀ ସିଂ। ଦୈତାରୀ ପଥର ଖାଦାନରୁ କାମ ସାରି ଘରକୁ ଫେରୁଥିବା ବେଳେ ତାଙ୍କୁ ଭାଲୁ ଆକ୍ରମଣ କରିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

rttt0000

rttt0000

Tapaswini Nayak
  • Published: Saturday, 09 February 2019
  • Updated: 09 February 2019, 07:44 AM IST

Sports

Latest News

ବାଲେଶ୍ୱର(ରଶ୍ମିରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା ନୀଳଗିରିରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ବାଲେଶ୍ୱ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କ ନାଁ ଦୈତାରୀ ସିଂ।

ଦୈତାରୀ ପଥର ଖାଦାନରୁ କାମ ସାରି ଘରକୁ ଫେରୁଥିବା ବେଳେ ତାଙ୍କୁ ଭାଲୁ ଆକ୍ରମଣ କରିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos