କଟକରେ ବିଚ୍ ରାସ୍ତାରେ ବ୍ୟବସାୟୀଙ୍କୁ ଗୁଳିମାଡ଼

କଟକ (ଓଡ଼ିଶା ରିପୋର୍ଟର): କଟକରେ ଫୁଟିଲା ଗୁଳି। କଟକ ସହର ଉପକଣ୍ଠ କନ୍ଦରପୁର ଥାନା ଅଥଙ୍ଗାରେ ଘଟିଛି ଏହି ଘଟଣା। ଗୁଳିମାଡ଼ରେ ଆହତ ହୋଇଛନ୍ତି ଜଣେ ବ୍ୟବସାୟୀ। ତାଙ୍କ ନାଁ କ୍ଷୀରୋଦ ସାହୁ। ତାଙ୍କ ଜଂଘରେ ଗୁଳି ବାଜିଛି। ଚିକିତ୍ସା ପାଇଁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। କ୍ଷୀରୋଦଙ୍କ ପତ୍ନୀଙ୍କ କହିବା ଅନୁଯାୟୀ ସେ କଟକ ମାଲଗୋଦାମକୁ ମାଲ୍ ନେବାକୁ ଆସୁଥିଲେ। ସେ ଗାଡ଼ିରେ ତାଙ୍କ ଡ୍ରାଇଭର ସହ ଆସୁଥିବା ବେଳେ ଏହି ଘଟଣା […]

Gun

Gun

Jitendra Garnayak
  • Published: Thursday, 09 September 2021
  • Updated: 09 September 2021, 02:19 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): କଟକରେ ଫୁଟିଲା ଗୁଳି। କଟକ ସହର ଉପକଣ୍ଠ କନ୍ଦରପୁର ଥାନା ଅଥଙ୍ଗାରେ ଘଟିଛି ଏହି ଘଟଣା। ଗୁଳିମାଡ଼ରେ ଆହତ ହୋଇଛନ୍ତି ଜଣେ ବ୍ୟବସାୟୀ। ତାଙ୍କ ନାଁ କ୍ଷୀରୋଦ ସାହୁ। ତାଙ୍କ ଜଂଘରେ ଗୁଳି ବାଜିଛି। ଚିକିତ୍ସା ପାଇଁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

କ୍ଷୀରୋଦଙ୍କ ପତ୍ନୀଙ୍କ କହିବା ଅନୁଯାୟୀ ସେ କଟକ ମାଲଗୋଦାମକୁ ମାଲ୍ ନେବାକୁ ଆସୁଥିଲେ। ସେ ଗାଡ଼ିରେ ତାଙ୍କ ଡ୍ରାଇଭର ସହ ଆସୁଥିବା ବେଳେ ଏହି ଘଟଣା ଘଟିଥିଲା।

ପୁଲିସ୍ ଠାରୁ ମିଳିଥିବା ସୂଚନା ଅନୁଯାୟୀ, କ୍ଷୀରୋଦଙ୍କ ଠାରୁ ଲକ୍ଷେ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ତେବେ ସେମାନେ କେବଳ ଲୁଟ୍ କରିବା ଉଦ୍ଦେଶ୍ୟରେ ଆସିଥିଲେ ନା କିଛି ବ୍ୟବସାୟିକ ଶତ୍ରୁତା ରହିଛି, ପୁଲିସ୍ ଏବେ ସେହି ଦିଗରେ ତଦନ୍ତ କରୁଛି। ତଦନ୍ତ ପରେ ସତ୍ୟାସତ୍ୟ ଜଣାପଡ଼ିବ ବୋଲି ପୁଲିସ୍ କହିଛି।

ସୂଚନା ଅନୁଯାୟୀ, ଦୁଇ ଜଣ ଦୁର୍ବୃତ୍ତ ଗୋଟିଏ ବାଇକ୍‌ରେ ଆସି କ୍ଷୀରୋଦଙ୍କୁ ଗୁଳି କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story